‘ଓଡ଼ିଶା ଦକ୍ଷତା କନକ୍ଲେଭ୍-୨୦୨୩’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍-୨୦୨୩’କୁ ଗୁରୁବାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣ ରଖି କହିଛନ୍ତି, ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦…