Latest Odisha News

BREAKING NEWS

Browsing Tag

Odisha State Film Awards

ସ୍ଥଗିତ ରହିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ

କଟକ : ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ । ଆସନ୍ତାକାଲି ଏହି ପୁରସ୍କାର ପ୍ରଦାନ କରାଯିବାର ଥିଲା । କିନ୍ତୁ ଏହା ପୂର୍ବରୁ ପୁରସ୍କାର ପ୍ରଦାନ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ର ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାକୁ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ‘ଭିଜା ମାଟିର ସ୍ୱର୍ଗ’ ଶ୍ରେଷ୍ଠ ସିନେମା ଓ ଅର୍ଚ୍ଚିତା ‘ଶ୍ରେଷ୍ଠ ଅଭିନେତ୍ରୀ’

ଭୁବନେଶ୍ୱର: ୨୦୧୮ ବର୍ଷ ତଥା ୩୦ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଜଣାଶୁଣା ଚଳଚ୍ଚିତ୍ର ନାଟ୍ୟକାର ତଥା ସଂଳାପକାର ବିଜୟ ମିଶ୍ରଙ୍କୁ ପ୍ରତିଷ୍ଠିତ ‘ଜୟଦେବ ପୁରସ୍କାର’ରେ ସମ୍ମାନିତ କରାଯିବ । ଏଥିସହିତ ଓଡିଆ ସିନେମା ‘ଭିଜା ମାଟିର ସ୍ୱର୍ଗ’ କୁ ଶ୍ରେଷ୍ଠ ଚଳଚ୍ଚିତ୍ର…