Latest Odisha News
Browsing Tag

Odisha Temperature

ଏପ୍ରିଲ ୨୪ରୁ ରାଜ୍ୟରେ ବଢ଼ିବ ଗରମ

ଭୁବେନେଶ୍ୱର : ଏପ୍ରିଲ୍ ୨୪ ତାରିଖ ପରେ ରାଜ୍ୟରେ ବଢ଼ିବ ଖରା । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ସେଲ୍‌ସିୟସ୍ ମଧ୍ୟରେ ରହିବାର ସମ୍ଭାବନା ଥିବା ବେଳେ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍ ଉପରେ ରହିବାର ଆଶଙ୍କା କରାଯାଉଛି ।…

କାଲିଠୁ ରାଜ୍ୟରେ ଗ୍ରୀଷ୍ମ ଲହରି

ଭୁବନେଶ୍ୱର: ଡେଉଁଛି ପାରଦ । ବଢୁଛି ତାତି । କାଲିଠୁ ଅସହ୍ୟ ହେବ । ୪୦ ଡିଗ୍ରୀ ଛୁଇଁପାରେ ଦିନର ତାପମାତ୍ରା । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଗ୍ରୀଷ୍ମ ଲହରୀ ଅସହ୍ୟ ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲାକୁ ହିଟଓ୍ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ପାରଦ ଉପରମୁହାଁ: ୩୬ ଡ଼ିଗ୍ରୀ ଉପରେ ୧୦ ସହରରେ ତାପମାତ୍ରା

ଭୁବନେଶ୍ୱର: ବଢୁଛି ପାରଦ । ବଢୁଛି ତାତି । ମାର୍ଚ୍ଚରୁ ରାଜ୍ୟରେ ଅସହ୍ୟ ହେଲାଣି ଖରା । ୩୬ ଡିଗ୍ରୀ ଉପରେ ୧୦ଟି ସହରରେ ତାପମାତ୍ରା ରେକର୍ଡ ହୋଇଛି । ୩୮ ଡିଗ୍ରୀ ସହ ଟିଟଲାଗଡ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ରାଜ୍ୟକୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରୁ ବାୟୁ ପ୍ରବାହ ଶକ୍ତିଶାଳୀ…

ଦୁଇ ଦିନରେ ତାତିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ତାତି । ଆଗାମୀ ଦୁଇ ଦିନରେ ଆହୁରି ବଢ଼ିବ । ଦିନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଯିବ । ମାର୍ଚ୍ଚରୁ କଲବଲ କରିବ ଖରା । ଏବେ ଦିନର ତାପମାତ୍ରା ୩୭ ଡିଗ୍ରୀ ରହୁଥିବା ବେଳେ ୧୫ ତାରିଖରୁ ୪୦ ଡିଗ୍ରୀ ଛୁଇଁପାରେ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ…