Latest Odisha News

BREAKING NEWS

Browsing Tag

Odisha Unlock 4 Guidelines

ହଟିଲା ଶନିବାର, ରବିବାର ସଟ୍‌ଡାଉନ୍‌, ଉଠିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆସିଲା ଅନଲକ ୪.୦ରେ ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ପାଇଁ ନୂଆ ଗାଇଡଲାଇନ । ଶନିବାର କେନ୍ଦ୍ର ସରକାର ନୂଆ ଗାଇଡଲାଇନ ଦେବା ପରେ ରାଜ୍ୟ ଦେଇଛି ନୂଆ ଗାଇଡଲାଇନ । ତେବେ ନୂଆ ଗାଇଡଲାଇନରେ ହଟିଲା ନାଇଟ କର୍ଫ୍ୟୁ । ରାତ୍ରୀକାଳୀନ କର୍ଫ୍ୟୁ ନେଇ ନୂଆ ଗାଇଡଲାଇନରେ କିଛି ଉଲ୍ଲେଖ…

ଆସିଲା ରାଜ୍ୟ ସରକାରଙ୍କ ‘ଅନ୍‌ଲାକ-୪’ ଗାଇଡଲାଇନ୍‌, ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ଅନ୍‌ଲାକ୍‌-୪ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର‌୍ୟ୍ୟନ୍ତ ବୃଦ୍ଧି କରାଯାଇଛି । କିନ୍ତୁ କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା ଓ ସବଡିଭିଜନରେ ଲକଡାଉନ ଲାଗୁ…

ଆଜି ଆସିବ ରାଜ୍ୟର ଅନଲକ୍ ୪ ଗାଇଡଲାଇନ୍, ଏସବୁ କ୍ଷେତ୍ରକୁ ଫୋକସ

ଭୁବନେଶ୍ୱର: ଆଜି ଶେଷ ହେଉଛି ଅନଲକ୍ ୩ ସମୟସୀମା । କାଲିଠୁ ଅନଲକ୍ ୪ । କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଆଜି ଅନଲକ୍ ୪ ନେଇ ଗାଇଡଲାଇନ ଜାରି କରିବେ ରାଜ୍ୟ ସରକାର । କେଉଁ କ୍ଷେତ୍ରକୁ କୋହଳ କରିବେ ତାଉପରେ ନଜର ରହିଛି । ଉଠିବ କି ସଟଡାଉନ୍ ? କରୋନା ସଂକ୍ରମଣକୁ…