Latest Odisha News

BREAKING NEWS

Browsing Tag

Odisha Vaccination Drive

ଓଡ଼ିଶାରେ ୪-୫ ମାସ ଭିତରେ ଶେଷ ହେବ ଟିକାକରଣ ପ୍ରକ୍ରିୟା

ଭୁବନେଶ୍ୱର: ରାଜ୍ୟରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ଦୈନିକ ୩ ଲକ୍ଷ ଡୋଜ୍ ଟିକା ଦେବାକୁ ଲକ୍ଷ୍ୟ ରହିଥିବା ବେଳେ ଗତକାଲି ରେକର୍ଡ ୪ ଲକ୍ଷ ୨ ହଜାର ୪୩୪ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ କୋଟି ୨୪ ଲକ୍ଷ ୯୧ ହଜାର ୮୫୭ ଡୋଜ୍ ଟିକା ଦିଆଗଲାଣୀ । ଆଗାମୀ ୪ ରୁ ୫…

ବଢ଼ିଲା ଟିକା ସଂକଟ: ଆଜି ୧୬ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଯୋଗୁ ଆଜି ରାଜ୍ୟରେ ୧୬ ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର,…