Latest Odisha News
Browsing Tag

Odisha Vaccination

ଦ୍ୱିତୀୟ କିସ୍ତିରେ ଓଡ଼ିଶା ଆସିଲା କୋଭାକ୍ସିନ, ଟିକାକରଣରେ ଓଡ଼ିଶା ଦେଶରେ ତୃତୀୟ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁ ଓ ସଫଳତାର ସହ ଚାଲିଛି ଟିକାକରଣ । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାରେ ପହଞ୍ଚିଛି ଭାରତ ବାୟୋଟେକର କୋଭାକ୍ସିନ୍ ଟିକା । ଭୁବନେଶ୍ୱରକୁ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା ଆସିଛି  । ଏହାକୁ କେବଳ ଭୁବନେଶ୍ୱରର ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ।…

ଟିକାକରଣର ପଞ୍ଚମ ଦିନ: ଆଜି ରାଜ୍ୟରେ ୩୭ ହଜାର ଟିକାଦାନ ଲକ୍ଷ୍ୟ

ଭୁବନେଶ୍ୱର: ପ୍ରଥମ ପର୍ୟ୍ୟାୟ କରୋନା ଟିକାକରଣର ଆଜି ପଞ୍ଚମ ଦିନ । ଆଜି ୪୩୬ଟି ସେସନରେ ୩୭ହଜାର ୭୬ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଟିକା ନେଲେଣି ୬୮ହଜାର ୭୪୩ ସ୍ୱାସ୍ଥ୍ୟକର୍ମୀ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଟିକାକରଣର ଚତୁର୍ଥ ଦିନ: ରାଜ୍ୟରେ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ଟିକାକରଣର ବୁଧବାର ଥିଲା ଚତୁର୍ଥ ଦିନ । ଦିନକରେ ୯୩ଟି ସ୍ଥାନରେ ମୋଟ୍ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହୋଇଛି । ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ୧୮୭% ସ୍ୱାସ୍ଥ୍ୟକର୍ମୀ ଟିକା ନେଇଛନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ଶତ ପ୍ରତିଶତ ବା…

ଆଜି ରାଜ୍ୟରେ ୮୮% ଟିକାଦାନ, ୧୩ ଜିଲ୍ଲାରେ ଶତ ପ୍ରତିଶତ

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ କୋଭିଡ ଟିକାକରଣର ଆଜି ଥିଲା ତୃତୀୟ ଦିନ। ଆଜି ରାଜ୍ୟରେ ମୋଟ୍ ୧୪ ହଜାର ୨୯୧ ଜଣ ସ୍ବାସ୍ଥ୍ୟକର୍ମୀ ଟିକା ନେଇଛନ୍ତି। ୧୮୧ ସେସନରେ ୮୮% ଟିକାଦାନ ହୋଇଛି। ଭଦ୍ରକ ଜିଲ୍ଲାରେ ସର୍ବାଧିକ ୧୪୮% ଟିକାଦାନ ହୋଇଛି। ୧୩ଟି ଜିଲ୍ଲାରେ ଶତ ପ୍ରତିଶତ ବା ତାଠାରୁ ଅଧିକ…

ରାଜ୍ୟରେ ଦ୍ୱିତୀୟ ଦିନରେ ଟିକାକରଣ: ୩୧ ହଜାର ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଟିକାକରଣ । ଦ୍ୱିତୀୟ ଦିନରେ ୩୧ହଜାର ୯୦୨ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ୩୮୦ ସେସନ ମାଧମରେ ୩୧,୯୦୨ ଜଣଙ୍କୁ ଟିକାକରଣ କରାଯିବ । ଆଜିଠୁ ୨୫ ତାରିଖ ଯାଏ ୧୬ଶହ ୯୮ଟି ସେସନରେ ୧ ଲକ୍ଷ ୭୮ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା…

ଗୁଜବରେ ବିଶ୍ୱାସ ନକରି ଟିକା ନେବାକୁ ଅପିଲ କଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

ଭୁବନେଶ୍ୱର: କୋଭିଡ୍ ଟିକା ନେଉଛି ଓଡ଼ିଶା । ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦିଆଯାଉଛି । ଆଜି କ୍ୟାପିଟାଲ୍ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ ବି ଟିକା ନେଇଛନ୍ତି । ସେ କହିଛନ୍ତି, କୌଣସି ପାର୍ଶ୍ଵ ପ୍ରତିକ୍ରିୟା ନାହିଁ । ଟିକା ନେବାର ଅଧଘଣ୍ଟା…

ଓଡ଼ିଶାର ୧୬୧ଟି କେନ୍ଦ୍ରରେ ଟିକାକରଣ, ଫିଡବ୍ୟାକ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ଟିକାକରଣ ପାଇଁ ତୟାର ଓଡ଼ିଶା । ଆଉ କିଛି ସମୟ ପରେ ଆରମ୍ଭ ହେବ ମହାଅଭିଯାନ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଏହାର ଶୁଭାରମ୍ଭ ହେବ । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସହ ବିଭାଗର ବହୁ ବରିଷ୍ଠ ଅଧିକାରୀ…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା

ପୁରୀ: ପ୍ରଥମ ପର୍ଯ୍ୟାୟରେ ପୁରୀର ପହଞ୍ଚିଛି ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଭ୍ୟାକସିନ୍ । ଜିଲ୍ଲା ସଦର ମହକୁମା ଡାକ୍ତରଖାନା ପରିସରରେ ଥିବା ଟିକା ଭଣ୍ଡାରରେ ଏହାକୁ ସଂରକ୍ଷିତ ରଖାଯାଇଛି । ପ୍ରାୟ ୭ହଜାର ଡୋଜ୍ ଭ୍ୟାକସିନ୍ ଆସିଥିବା ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଚିକିତ୍ସା…

ଭ୍ୟାକସିନ୍ କାଉଣ୍ଟଡାଉନ୍: କିଛି ଦିନ ଭିତରେ ଓଡ଼ିଶାରେ ପହଞ୍ଚିପାରେ କରୋନା ଟିକା

ଭୁବନେଶ୍ୱର: ଦୁଇଟି ଟିକାକୁ ଜରୁରୀ ବ୍ୟବହାର ଅନୁମତି ମିଳିବା ପରେ କରୋନା ଟିକାକରଣ ନେଇ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ଟିକାକରଣ ନେଇ ଓଡ଼ିଶା ତୟାର ରହିଛି । ଗତକାଲି ନେଇ କେନ୍ଦ୍ର ସରକାର ଟିକାକରଣ ପାଇଁ ପ୍ରସ୍ତୁତ ରହିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି । ଅତି ନିକଟରେ…

ରାଜ୍ୟ ସରକାରଙ୍କ କରୋନା ଟିକାକରଣ ପ୍ଲାନ୍, କେବଳ ଅନଲାଇନ୍ ପଞ୍ଜିକରଣ

ଭୁବନେଶ୍ୱର: କରୋନା ଟିକା ଆସିଲେ କେମିତି ବଣ୍ଟନ କରାଯିବ । ରାଜ୍ୟବାସୀଙ୍କୁ କେମିତି ମିଳିବ ଟିକା । ଏନେଇ ସରକାର ବିସ୍ତୃତ ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି । କେନ୍ଦ୍ର ନିୟମ ଅନୁସାରେ ଆଗୁଆ ନିଜ ନାମକୁ ପଞ୍ଜିକରଣ କରିବାକୁ ପଡିବ ବୋଲି କହିଛନ୍ତି ଡିଏମ୍‌ଇଟି ସି.ବି.କେ. ମହାନ୍ତି । ସେ…