Latest Odisha News
Browsing Tag

Odisha visit

ଚଳିତ ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି । ଜୁଲାଇ ୨୫ରେ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା…

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଅମିତ ଶାହଙ୍କ ସହ ମନ୍ଦିର ଯାଇଛନ୍ତି । ଶ୍ରାବଣର ଶେଷ ସୋମବାରରେ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ମାନ୍ୟତା ଦେବେ ରାଜ୍ୟ ସରକାର

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ୮ରେ ଓଡିଶା ଆସୁଛନ୍ତି । ଜୁଲାଇ ୮ତାରିଖରେ ଦ୍ରୌପଦୀ ମୁର୍ମୁ ଓଡିଶା ଆସିବା କାର୍ଯ୍ୟକ୍ରମ  ସ୍ଥିର ହୋଇଛି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ…

ଓଡ଼ିଶାରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଯାଇଛନ୍ତି…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି, ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ…

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରତି ଏମ. ଭେଙ୍କିୟା ନାଇଡୁ । ଏପ୍ରିଲ ୨ରେ ସେ ଓଡ଼ିଶାରେ ପହଞ୍ଚିବେ । ଏହି ଗସ୍ତ ଅବସରରେ ଉପରାଷ୍ଟ୍ରତି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବ ତଥା ସମାବର୍ତ୍ତନର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ…

ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତି, ଆଜି ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ପୂରଣ ହୋଇଛି ବର୍ଷ । ପ୍ରଥମଥର ଲାଗି ବାପୁ ୧୯୨୧ ମସିହା ଆଜିର ଦିନରେ କଟକ ଆସିଥିଲେ । କାଠଯୋଡ଼ି ପଠାରେ ସଭା କରିଥିଲେ । ଗାନ୍ଧୀଜୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ ପୂର୍ତ୍ତି ପାଳନ କରାଯିବ । ଏଥିପାଇଁ ବିଧାନସଭାର…

ଖରାପ ପାଗ ଯୋଗୁଁ ବାତିଲ ହେଲା ଉପ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ

ବଲାଙ୍ଗିର: ଓଡିଶା ଗସ୍ତରେ ଶୁକ୍ରବାର ଦିନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଆସିବାକୁ ଥିବାବେଳେ ଖରାପ ପାଗ ଯୋଗୁଁ ଏହା ବାତିଲ ହୋଇଛି । ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ସେ ବଲାଙ୍ଗିର ଗସ୍ତରେ ଆସି ବରକାଣିରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ…

ଓଡିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଓଡିଶା ଗସ୍ତରେ ଶୁକ୍ରବାର ଦିନ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଆଉ କିଛିସମୟ ପରେ ଉପରାଷ୍ଟ୍ରପତି ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗିରରେ ପହଞ୍ଚିବେ। ସେଠାରୁ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବା…

ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦିନ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ତାଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ ଆଜି ଏକ ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ…

ସେପ୍ଟେମ୍ବର ୨୭ରେ ଓଡିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ସେପ୍ଟେମ୍ବର ୨୭ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୨୭ ତାରିଖରେ ସେ ଏକ ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପ୍ରାୟ ସନ୍ଧ୍ୟା ୬ଟାରେ ପହଞ୍ଚିବେ…