Latest Odisha News

BREAKING NEWS

Browsing Tag

Odisha Weather Alert

ରାଜ୍ୟରେ ୫ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଦିନ ପ୍ରାକ୍‌-ମୌସୁମୀ ବର୍ଷା ହୋଇଛି। ଏହା ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ପାଇଁ ବାଟ ଫିଟାଇଛି। ଆଜିଠାରୁ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି)ରୁ ଅତିପ୍ରବଳ ବର୍ଷା…

କାଳବୈଶାଖୀ ସହ ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: କାଳବୈଶାଖୀ ସହ ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ  ।  ଆଗାମୀ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ, ମେ ୬ ତାରିଖରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୱେଲମାର୍କଡ ଲୋ ପ୍ରେସର ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ତଥା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଗତ ୨୪ ଘଂଟା ମଧ୍ୟରେ ଘନୀଭୁତ ହୋଇପାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ଧୀରେ ଧୀରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଆନ୍ଧ୍ର ଉପକୂଳରେ ଏହା ଘନୀଭୂତ ହୋଇ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହେବ । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ…

୩ ଦିନ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି। ଏ ନେଇ ସତର୍କ କରାଇ…

୨୩ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଉପକୂଳ ପ୍ରବଳ ବର୍ଷିବ। ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ତେବେ ଏହାର ପ୍ରଭବାରେ ଉପକୂଳ ଜିଲ୍ଲା ସମେତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଘନଉଛି ଲଘୁଚାପ, ୨୧ ଯାଏଁ ବର୍ଷା

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ । ବଙ୍ଗୋପସାଗରେ ସୃଷ୍ଟି ଲଘୁଚପା ଧୀରେ ଧୀରେ ଘନେଇବାରେ ଲାଗିଛି । ଏହା ଆଗକୁ ଅବପାତର ରୂପ ନେଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରବିବାରଠାରୁ ୨୧ ଯାଏଁ ଓଡ଼ିଶାରେ ବର୍ଷା ଲାଗି ରହିବ । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା…

ଅକ୍ଟୋବରରେ ଲଘୁଚାପର ଲମ୍ବା ଲାଇନ୍, ୧୯ ତାରିଖ ବେଳକୁ ପୁଣି ଦାନା ବାନ୍ଧିବ

ଭୁବନେଶ୍ୱର: ଅକ୍ଟୋବର ମାସରେ ଲଘୁଚାପ ଲମ୍ବା ଲାଇନ୍ । ଗୋଟିଏ ଗଲେ ଆଉ ଗୋଟିଏ ଆସୁଛି । ଏବେ ନୂଆ ଲଘୁଚାପ ବଳୟ ସୃଷ୍ଟି ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୯ ତାରିଖ ବେଳକୁ ବଙ୍ଗୋପସାଗରରେ ଦାନା ବାନ୍ଧିପାରେ । #୧୯ଅକ୍ଟୋବର ବେଳକୁ #କେନ୍ଦ୍ରୀୟ #ବଙ୍ଗୋପସାଗର ଅଂଚଳରେ…