ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,…