ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ: ୧୩ ଯାଏଁ ଲଗାଣ ବର୍ଷା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୦ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ।
ଏହି ଦୁଇ ଦିନ ପାଇଁ ପାଣିପାଗ ବିଭାଗ…