ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବୃଷ୍ଟିପାତ ସମ୍ଭାବନା: ଆଇଏମଡି
ଭୁବନେଶ୍ୱର: ଆଗାମୀ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା ଗଣମାଧ୍ୟମକୁ ସୂଚନା ଦେଇ…