Latest Odisha News

BREAKING NEWS

Browsing Tag

Odisha Weather Update

୨୦୨୪ରେ ତାତିବ ଓଡ଼ିଶା, ତାତିକୁ ନେଇ ପାଣିପାଗ ବିଭାଗ କଲା ଏପରି ଆକଳନ

ନୂଆଦିଲ୍ଲୀ: ୨୦୨୩ ତୁଳନାରେ ୨୦୨୪ରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ। ଚଳିତ ବର୍ଷ ଗ୍ରୀଷ୍ମ ଋତୁ ପାଇଁ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଏପ୍ରିଲ୍ ସୁଦ୍ଧା ଏଲ୍ ନିନୋ ଶକ୍ତିଶାଳୀ ହେବ। ଫଳରେ ରାଜ୍ୟରେ ହିଟ ୱେଭ ପ୍ରବାହିତ ହେବା ନେଇ ପାଣିପାଗ ବିଭାଗ ଆଶଙ୍କା ଜାରି କରିଛି। ସେପଟେ…

କମିବ ଶୀତ, ବଢିବ ତାତି ଆଉ ବଢିବ କୁହୁଡି

ଭୁବନେଶ୍ୱର:  ମେଘୁଆ ପାଗ । ଶୀତର ପ୍ରକୋପ  ନାହିଁ କି ଟାଣଖରା ବି ନାହିଁ । ସକାଳୁ ସକାଳୁ କୁହୁଡି ବି ଦେଖାଯାଉଛି । ସାମୁଦ୍ରିକ ବାୟୁ ପ୍ରବାହ ଯୋଗୁ ରାତିର ତାପମାତ୍ରାରେ ବୃଦ୍ଧି ଘଟୁଛି । ଗତକାଲି ଏମିତି ପାଗ ଦେଖା ଦେଇଥିବାବେଳେ ଆଜି ବି ସକାଳୁ ଠିକ ସେମିତି ପାଗ ରହିଛି । ପାଣପାଗ…

ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । ଫଳରେ ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ତୁହାକୁ ତୁହା ବର୍ଷା ଲାଗି ରହିଛି ।  ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ…

୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ: ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଯାଏଁ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ରାଜ୍ୟରେ ଆହୁରି ତିନି ଦିନ ବର୍ଷା ଲାଗି ରହିବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି…

ଆସନ୍ତା ୩ରୁ ୪ ଦିନ ଜାରି ରହିବ ବର୍ଷା, ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ । ଏହା ସହ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପ୍ରଭାବରେ ୪ ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ଭୁବନେଶ୍ୱର: ବଙ୍ଗୋପସାଗରେ  ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କଟକ,…

ଆସୁଛି ଲଘୁଚାପ ବଢ଼ିବ ବର୍ଷା, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଆସୁଛି ଲଘୁଚାପ । ଆଉ ଦିନକ ପରେ ରାଜ୍ୟରେ ବଢ଼ିବ ବର୍ଷା । ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଥିବାବେଳେ ୪ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ବଳୟ…

ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର,…

ଦୁଇ ଦିନ ପରେ କମିବ ଶୀତ, ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ବର୍ଷା

ଭୁବନେଶ୍ୱର: ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ  ରହିଛି । ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ…