Latest Odisha News

BREAKING NEWS

Browsing Tag

odisha weather

ଆସନ୍ତା ୧୯ ରେ ଆଉ ଏକ ଲଘୁଚାପ: ଏହିସବୁ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଲୋ ପ୍ରେସର’ରେ ପରିଣତ ହୋଇଛି। ବର୍ତ୍ତମାନ ଏହା ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ପଶ୍ଚିମ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାସହ ୧୯ ଅଗଷ୍ଟରେ ଉତ୍ତର ବଙ୍ଗୋପସାଗରରେ ଏକ…

ଆଜିଠାରୁ ରାଜ୍ୟର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋ‌ପସାଗର ଗତକାଲି ସୃଷ୍ଟ ହୋଇଛି ଏକ ଘୂର୍ଣ୍ଣିବଳୟ । ଆଜି ସକାଳେ ଏହି ଘୁର୍ଣ୍ଣିବଳୟ ଲଘୁଚାପ ବଳୟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ହେବାର ସମ୍ଭାବନା ରହିଛି। ଆଜିଠାରୁ ଏହି ଲଘୁଚାପର ପ୍ରଭାବ ଅଧିକ ରହିବା ନେଇ…

ଦାନା ବାନ୍ଧୁଛି ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋ‌ପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଏହାର ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା…

ରାଜ୍ୟର ଏହି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଭିଜୁଛି ସାରା ଓଡ଼ିଶା। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବନୁମାନ ଅନୁସାରେ, ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ…

ଆଜିଠୁ ତିନି ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ତିନି ଧରି ରାଜ୍ୟରେ ପ୍ରବଳ ବର୍ଷିବ । ଗତକାଲିଠାରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଆଜିଠାରୁ ସାରା ରାଜ୍ୟରେ ବର୍ଷା ହେବାର ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି…

କାଲିଠୁ ରାଜ୍ୟରେ ବର୍ଷା, ୪ ତାରିଖରୁ ଛେଚିବ

ଭୁବନେଶ୍ୱର: ଚଳିତବର୍ଷ ଏଯାଏଁ ରାଜ୍ୟରେ ଲୁଚକାଳି ଖେଳିଛି ମୌସୁମୀ । ଶ୍ରାବଣରେ ଆକାଶରୁ ଅଗ୍ନି ବର୍ଷିଛି । ଚାଷୀର ଚିନ୍ତା ବଢ଼ିଥିବା ବେଳେ ପାଣିପାଗ ବିଭାଗ ଆଶ୍ୱସ୍ତିଖର ଖବର ଦେଇଛି । କାଲିଠୁ ରାଜ୍ୟରେ ବର୍ଷା ହେବ । ଆସନ୍ତା ସପ୍ତାହେ ମଧ୍ୟରେ ବଙ୍ଗାପସାଗରରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଭାଗର ସୂଚନା ଅନୁଯାୟୀ, ଚଳିତ ବର୍ଷ ଯେତିକି ବର୍ଷା ହେବା କଥା ତାଠାରୁ ୧୨ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ, କିଛିଦିନ ଅନ୍ତରାଳେ ପୁଣି ଭିଜିବାକୁ ଯାଉଛି…

ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବରଗଡ, ଦେଓଗଡ଼, ସମ୍ବଲପୁର ଓ ଝାରସୁଗୁଡା ଆଦି ଜିଲ୍ଲାର ଗୋଟିଏ କିମ୍ବା…

ଏହି ୧୦ ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ମଙ୍ଗଳବାର ଦିନ ରାଜ୍ୟର ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ବିଭାଗ ପକ୍ଷରୁ ଏହି ୧୦ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ମଙ୍ଗଳବାର ଦିନ…

ଜୁଲାଇ ୨୮ ପରେ ବଢିବ ବର୍ଷାର ପରିମାଣ: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଖରାର ପ୍ରଭାବ । ମୌସୁମୀ ଦୁର୍ବଳ ରହିଥିବା କାରଣରୁ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୮ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଯାହାପରେ ରାଜ୍ୟରେ ଧୀରେଧୀରେ ବର୍ଷାର…