Latest Odisha News

BREAKING NEWS

Browsing Tag

odisha weather

ଜୁଲାଇ ୨୫ ଯାଏଁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁଲାଇ ୨୫ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି । ଦକ୍ଷିଣ-ପାଶ୍ଚୁମ ମୌସୁମୀ ଓଡିଶା ଦେଇ ଗତି କରୁଥିବାରୁ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ଅନେକ ଜିଲ୍ଲାକୁ ୨୫ ତାରିଖ…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଏହି ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବାଲେଶ୍ଵର ଜିଲ୍ଲାକୁ ଜାରି ହୋଇଛି ସତର୍କ ସୂଚନା । ବିଭାଗ ପକ୍ଷରୁ ଜାରି ସଦ୍ୟତମ ବୁଲେଟିନ ଅନୁଯାୟୀ, ବାଲେଶ୍ଵର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ପୂର୍ବନୁମାନ କରାଯାଇଛି।…

ପାଣିପାଗ ବିଭାଗର ସତର୍କ ସୂଚନା: ରାଜ୍ୟର ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୩ଟି ଜିଲ୍ଲାରେ ସୋମବାର ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଏହି ୩ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ । ଏହି ସମସ୍ତ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ୭ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟତମ ରିପୋର୍ଟ ଅନୁଯାୟୀ ଆଜି ସକାଳ ୯ଟା ୩୦ମି. ପର୍ଯ୍ୟନ୍ତ…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଓଡିଶାର ଏହି ୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ମୟୁରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍…

ରାତି ୧୦ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ସୋମବାର ରାତି ୧୦ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।…

ବଜ୍ରପାତ ସହିତ ଝଡ଼ବର୍ଷା ସମ୍ଭାବନା: ଜାଣନ୍ତୁ, କେଉଁ ଜିଲ୍ଲା ଲାଗି ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପାଣିପାଗ ସମ୍ପର୍କିତ ସଦ୍ୟତମ ସୂଚନାନୁଯାୟୀ ବୁଧବାର ସନ୍ଧ୍ୟା ସୁଦ୍ଧା ରାଜ୍ୟର କେତୋଟି ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁସବୁ ଜିଲ୍ଲାଗୁଡ଼ିକରେ…

ଜାଣନ୍ତୁ; ରବିବାର କେଉଁସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟ କିମ୍ବା ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ସୂଚନାନୁଯାୟୀ, ରାଜ୍ୟର ଯେଉଁ ସବୁ ସ୍ଥାନରେ ଝଡ଼ବର୍ଷା କିମ୍ବା ବର୍ଷା ହେବାର ସମ୍ଭାବନା ରହିଛି ସେହିସବୁ ଅଞ୍ଚଳ ବା…

କେଉଁସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷାର ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲା ଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହେବ । ଏହିସବୁ…

ଆଜି ରାତି ୯ଟା ୩୦ରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ହେବ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୯ଟା ୩୦ ସମୟରେ ରାଜ୍ୟର କେତେକ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ଯେଉଁ ସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି…