Latest Odisha News

BREAKING NEWS

Browsing Tag

odisha

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର :  ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି  ଯାତ୍ରା।  ଏଥିରେ ବିଭିନ୍ନ ସାମାଜିକ କର୍ମୀଙ୍କୁ…

ଆଜି ମୁମ୍ବାଇରେ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଆଜି ମୁମ୍ବାଇରେ ନିବେଶକଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରରେ ପୁଞ୍ଜି ନିବେଶ ପାଇଁ ଶିଳ୍ପପତି ଏବଂ ନିବେଶକଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଶିଳ୍ପପ୍ରତିଷ୍ଠା ପାଇଁ ଏବଂ  ବ୍ୟାଙ୍କିଙ୍ଗ୍, ରାସାୟନିକ ପଦାର୍ଥ, ଅକ୍ଷୟ ଶକ୍ତି, ପ୍ଲାଷ୍ଟିକ୍ ଓ…

ଆଜିଠୁ ଓଜେଇଇ କାଉନ୍‌ସେଲିଂ

ଭୁବନେଶ୍ବର: ଆଜିଠୁ ଓଜେଇଇ କାଉନ୍‌ସେଲିଂ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ ଓ ବୃତ୍ତିଗତ ପାଠ୍ୟକ୍ରମରେ ନାମ ଲେଖିବା ପାଇଁ  ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ପକ୍ଷରୁ କାଉନ୍‌ସେଲିଂ ଆରମ୍ଭ ହେବ । ଟେକ୍ନିକାଲ୍‌ ଓ ବୃତ୍ତିଗତ…

ଓଡିଶାରେ ହେବ ଭାରତ ଯୋଡ଼ ପଦଯାତ୍ରା

ଭୁବନେଶ୍ୱର :  କଂଗ୍ରେସର "ଭାରତ ଯୋଡ" ଜନସମ୍ପର୍କ ପଦଯାତ୍ରା  ଓଡ଼ିଶାରେ  ହେବାକୁ ଯାଉଛି  । ଓଡିଶାରେ "ଭାରତ ଯୋଡ" ପଦଯାତ୍ରା  ଆକ୍ସନ ପ୍ଲାନ ପ୍ରସ୍ତୁତ ପାଇଁ କଂଗ୍ରେସର ଭାରତ ଯୋଡ ପଦଯାତ୍ରାର ମୁଖ୍ୟ ଦିଗ ବିଜୟ ସିଂହ ଏବଂ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଓଡି଼ଶା ଗସ୍ତ କରିବେ ।…

ବିଜେପି ଯୁବ ମୋର୍ଚ୍ଚାର ବିଜେଡିକୁ ଟାର୍ଗେଟ

ଭୁବନେଶ୍ୱର : ଦିଲ୍ଲୀ ବିମାନବନ୍ଦରରେ ବିଜେଡି ନେତା ମଦପିଇବା ଘଟଣାସହ ଗଣ୍ଡଗୋଳ କରିଥିବାର ଅଭିଯୋଗକୁ ନେଇ ବିଜେପି ଯୁବ ମୋର୍ଚ୍ଚା ବିଜେଡିକୁ ଟାର୍ଗେଟ କରିଛି  ।  ସାମ୍ବାଦିକ ସମ୍ମିଳନୀରେ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ବିଜେଡି ସରକାରଙ୍କୁ ଘେରିଥିଲେ  । ରାଜ୍ୟରେ…

ଆଗାମୀ ତିନି ଘଣ୍ଟା ମଧ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର: ମଙ୍ଗଳବାର ଅପରାହ୍ନ ୧ଟା ମଧ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ସକାଳ ୧୦ଟା ବେଳର ପ୍ରତି ତିନି ଘଣ୍ଟିଆ ବୁଲେଟିନରେ ଏହି ସୂଚନା ଦିଆଯାଇଛି । ରାଜ୍ୟର କିଛି ଜିଲ୍ଲାରେ ଆଂଶିକ ବର୍ଷା ହେବାକୁ ଥିବା ବେଳେ କିଛି…

ବିଜେପିର ମିଶନ TWO ସହ ସୁନୀଲଙ୍କ ସମ୍ପର୍କ

ଭୁବନେଶ୍ୱର : ଆଜିଠୁ ଓଡିଶା ଗ୍ରସ୍ତରେ ରାଜ୍ୟ ବିଜେପି ପ୍ରଭାରୀ ସୁନୀଲ ବଂଶଲ  । ଓଡିଶାର ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ସୁନୀଲ ବଂଶଲଙ୍କ ଏହା ପ୍ରଥମ କାର୍ଯ୍ୟକ୍ରମ  । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୁଇଦିନ  ଓଡ଼ିଶା ଗସ୍ତର ଆସିଥିବା ବେଳେ ଓଡିଶାରେ ବିଜେପି ସରକାର ଗଠନ ହେବାକୁ…

“ଭାରତ ଯୋଡ଼ୋ” ଏକ ସ୍ଲୋଗାନ ନୁହେଁ ସମୟର ଆବଶ୍ୟକତା : କଂଗ୍ରେସ

ଭୁବନେଶ୍ୱର : କେନ୍ଦ୍ର ସରକାର ଉପରେ ବର୍ଷିଛି କଂଗ୍ରେସ । ବିଜେପି ସରକାରଙ୍କ ତ୍ରୁଟିପୂର୍ଣ୍ଣ ନୀତି କାରଣରୁ ସମଗ୍ର ଭାରତ ବର୍ଷରେ ଏକ ଅନିଶ୍ଚିତାପୂର୍ଣ୍ଣ ପରିବେଶ ସୃଷ୍ଟି ହୋଇଛି ବୋଲି ଅଭିଯୋଗ କରିଛି କଂଗ୍ରେସ । ଦେଶର ଅର୍ଥନୀତି ଏକ ସଂକଟମୟ ସନ୍ଦିକ୍ଷଣ ଦେଇ ଗତି କରୁଥିଲା ବେଳେ…

ଗଞ୍ଜାମରେ ପୁଣି ଦନ୍ତା ହାତୀର ମୃତ୍ୟୁ

ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ଉତ୍ତର ଘୁମୁସର ବନଖଣ୍ଡରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି। ଗତ ଦୁଇ ମାସ ମଧ୍ୟରେ ପ୍ରାଣ ହରାଇଥିବା ଏହା ହେଉଛି ତୃତୀୟ ଦନ୍ତାହାତୀ। ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର ଘୁମୁସର ବନଖଣ୍ଡର ତାରାସିଂ ବନାଞ୍ଚଳ ଅଧିନ କାମ୍ପ ଗାଁ ନିକଟ ଜଙ୍ଗଲରେ ଗତ କିଛି…

ଓଡ଼ିଶାର ମହିଳା ଅସୁରକ୍ଷିତ, ମାତ୍ର ନବୀନ ପୁରସ୍କୃତ: କଂଗ୍ରେସ

ଭୁବନେଶ୍ୱର : ସଦ୍ୟ ପ୍ରକାଶିତ ଜାତୀୟ କ୍ରାଇମ ରେକର୍ଡ ବ୍ୟୁରୋର ତଥ୍ୟ ଅନୁଯାୟୀ ଶିଶୁ ଅପହରଣ ଓ ନାରୀ ନିର୍ଯ୍ୟାତନା କ୍ଷେତ୍ରରେ ଦେଶରେ ଓଡ଼ିଶା ସର୍ବପ୍ରଥମ ସ୍ଥାନର ଅପବାଦ ମୁଣ୍ଡାଇଛି । ଓଡ଼ିଶାରେ ୫ ବର୍ଷରେ ୧୫ ହଜାର ଶିଶୁ ନିଖୋଜ ଏବଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ଏହିକି ଯେ ସେଥିରୁ…