ଗ୍ରୋସରି ଡିଷ୍ଟ୍ରିବ୍ୟୁଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟି ନେଲେ ୩ ଦୁର୍ବୃତ୍ତ
ଢେଙ୍କାନାଳ: ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଲୋଧଣୀ ଗାଁ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ସାମ୍ନାରେ । ଜଣେ ଗ୍ରୋସରି ଡିଷ୍ଟ୍ରିବ୍ୟୁଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟି…