Latest Odisha News

BREAKING NEWS

Browsing Tag

odisha

ପହଁଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ: ନବୀନ ନିବାସରରେ କରିବେ ମଧ୍ୟାହ୍ନ ଭୋଜନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ଭୁବନେଶ୍ବରରେ ପହଁଚିଛନ୍ତି ।  ସକାଳେ ଦିଲ୍ଲୀରୁ ବାହାରି ଭୁବନେଶ୍ବର  ବିମାନବନ୍ଦରରେ ଆସି ପହଁଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି । ବିଜେପି ସଭାପତି ସମୀର ମହାନ୍ତିଙ୍କ ସହ ଅନେକ ବିଜେପି ନେତା…

ବାହୁଡାଯାତ୍ରା ନୀତି ସଅଳ ହେବ

ପୁରୀ: ମହାପ୍ରଭୁଙ୍କ  ବାହୁଡ଼ାଯାତ୍ରା ଯାତ୍ରା ପାଇଁ ବଡ଼ ଦାଣ୍ଡ ପ୍ରସ୍ତୁତ ଥିବାବେଳେ ଏବେ ରଥ ମଧ୍ୟ ପ୍ରସ୍ତୁତ ରହିଛି । ମହାପ୍ରଭୁଙ୍କୁ ମଧ୍ୟ ବାହୁଡ଼ାଯାତ୍ରାରେ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ଆରମ୍ଭ ହୋଇଛି । ଚଳିତ ବର୍ଷ ବାହୁଡ଼ା ଯାତ୍ରାର ନୀତି ସଅଳ…

400 ଟପିଲା ଦୈନିକ କୋଭିଡ ସଂକ୍ରମଣ: ସତର୍କ ରହିବା ଜରୁରୀ

ଭୁବନେଶ୍ବର:  ରାଜ୍ୟରେ ଦିନକୁ ଦିନ  ଉପରମୁହାଁ କରୋନା ସଂକ୍ରମଣ ହେବାରେ ଲାଗିଛି । ଦିନକୁ ଦିନ କୋଭିଡ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ସତର୍କ ରହିବା ଜରୁରୀ ବୋଲି ଏବେ ସରକାରଙ୍କ ପକ୍ଷରୁ ପୁଣି ବାରମ୍ବାର କୁହାଯାଉଛି ।  ଗୋଟିଏ ଦିନରେ 401  କୋଭିଡ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ମାନ୍ୟତା ଦେବେ ରାଜ୍ୟ ସରକାର

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ୮ରେ ଓଡିଶା ଆସୁଛନ୍ତି । ଜୁଲାଇ ୮ତାରିଖରେ ଦ୍ରୌପଦୀ ମୁର୍ମୁ ଓଡିଶା ଆସିବା କାର୍ଯ୍ୟକ୍ରମ  ସ୍ଥିର ହୋଇଛି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ…

ଆଜି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟିକ୍‌ ପରୀକ୍ଷା ଫଳ । ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ ଅପରାହ୍ନ ୧ଟାରେ ମାଟ୍ରିକ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ । ବୋର୍ଡ ୱେବସାଇଟ୍‌ରୁ ପରୀକ୍ଷାର୍ଥୀ ସେମାନଙ୍କ ରୋଲ୍‌ ନମ୍ବର ଆଧାରରେ…

ଆଜି ଦକ୍ଷିଣମୋଡ଼ ନେବ ତିନି ରଥ

ପୁରୀ: ମହାପ୍ରଭୁଙ୍କ  ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।  ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ  ଥିବା ତିନିରଥ ଦକ୍ଷିଣମୋଡ଼ ନେବ । ତିନି ରଥ ନାକଚଣା ଦ୍ୱାରସ୍ଥିତ ଶରଧାବାଲିରେ ବିଜେ କରିବେ । ଏଥିପାଇଁ ଶରଧାବାଲି ସମ୍ମୁଖକୁ ସଫାସୁତରା କରାଯାଇଛି । ବାଲି ବିଛା ଯାଇ ସମତୁଲ…

ଏନଏଫଏସଏ ରାଜ୍ୟ ମାନ୍ୟତାରେ ୧ ନମ୍ବର ଓଡ଼ିଶା

ଓଡ଼ିଶା ଇନସାଇଡ ବ୍ୟୁରୋ:  ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଅନ୍ତର୍ଗତ ରାଜ୍ୟମାନଙ୍କର ପ୍ରଦର୍ଶନକୁ ନେଇ ପ୍ରଥମ ଥର ପାଇଁ ପ୍ରକାଶ ପାଇଛି ‘ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ’ । ଏହି ମାନ୍ୟତାର ସାଧାରଣ ବର୍ଗ ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି । ଉତ୍ତର…

ବର୍ଷାଙ୍କୁ ଶାନ୍ତ କରିବ କି ‘ଗୀତା’?

କଟକ: ବର୍ଷା ଅନୁଭବଙ୍କ କଳି ଏବେ କୋର୍ଟରେ । ଷ୍ଟାର ଦମ୍ପତ୍ତିଙ୍କ ପରିବାରରେ ଆସିଛି ଝଡ । କାହା ମନ କାହା ପାଖରେ ନାହିଁ । ପରସ୍ପର ଦୋଷ ଦେଉଛନ୍ତି । ଅଶାନ୍ତିରେ ଜିଉଁଛନ୍ତି । ନ୍ୟାୟାଳୟରେ ନ୍ୟାୟ ପାଇଁ ଗୁହାରି କରୁଛନ୍ତି । ତେବେ ଦୁଇଜଣଙ୍କ  ଜୀବନରେ ଉଠିଥିବା ଝଡ଼କୁ ସମାଧାନ କରିବା…

ଟୁଙ୍ଗୁରୁ ଓ ବର୍ଷାକୁ ପୋଲିସ ଗିରଫ କରିବ କି?

ଭୁବନେଶ୍ବର:   ଟୁଙ୍ଗୁର ଭୋଳ ଓ ବର୍ଷା ଭୋଳକୁ ଗିରଫ କରାଯାଉ । ସେମାନେ ସମାଜକୁ ଭୁଲ ବାର୍ତା ଦେଉଛନ୍ତି । ସେମାନେ ସମାଜକୁ କଳୁଷିତ କରିଛନ୍ତି ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ । ତୁରନ୍ତ ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଅଟୋ ମହାସଂଘ ଆନ୍ଦୋଳନ କରିବ…

ଓଡ଼ିଶାରେ ସରକାର ଗଢ଼ିବୁ, ୩୦-୪୦ ବର୍ଷ ପାଇଁ ରହିବ ବିଜେପି ଯୁଗ: ଅମିତ ଶାହ

ହାଇଦ୍ରାବାଦ: ଓଡ଼ିଶାର ଝିଅକୁ ରାଷ୍ଟ୍ରପତି ପ୍ରାର୍ଥୀ କରି ବିଜେପି ଆଗାମୀ ଦିନରେ ନିଜର ରାଜନୈତିକ ଅଭିଳାଶକୁ ପୂରଣ କରିବାକୁ ଲକ୍ଷ୍ୟ ରଖିଥିବା କୁହାଯାଉଛି। ଏହାରି ଭିତରେ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହ କହିଛନ୍ତି, ଓଡ଼ିଶା ଏବଂ ଏହାର ପଡ଼ୋଶୀ ରାଜ୍ୟରେ ବିଜେପି…