ଆରଟିଆଇ ପରିସରଭୁକ୍ତ ହେବ ଭିଜିଲାନ୍ସ, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ରାଜ୍ୟ ଭିଜିଲାନ୍ସକୁ ସୂଚନା ଅଧିକାର ଆଇନ (ଆରଟିଆଇ) ପରିସରଭୁକ୍ତ କରିବାକୁ ଓଡ଼ିଶା ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଭାଗ ଦ୍ୱାରା କରାଯାଇଥିବା ସମ୍ବେଦନଶୀଳ ଏବଂ ଗୋପନୀୟ କାର୍ଯ୍ୟକଳାପ ବ୍ୟତୀତ ଅନ୍ୟ ସମସ୍ତ ପ୍ରସଙ୍ଗରେ ରାଜ୍ୟ ଭିଜିଲାନ୍ସକୁ ଆରଟିଆଇ ପରିସରଭୁକ୍ତ…