Latest Odisha News

BREAKING NEWS

Browsing Tag

odisha

ରାଜଧାନୀରେ ବାର୍ଡ ଫ୍ଲୁ ଭୟ; ଚିକେନ ନ ଖାଇବାକୁ ପରାମର୍ଶ ଦେଲେ ବିଏମସି ମେୟର

ଭୁବନେଶ୍ୱର: ଭୁବନେଶ୍ବର ମହାନଗର ନିଗମ ଅଂଚଳର ସମସ୍ତ କୁକୁଡା ମାଂସ ଦୋକାନୀମାନଙ୍କ ପାଇଁ ନୋଟିସ୍ ଜାରି କରିଛି ବିଏମସି। ଭୁବନେଶ୍ବର ଆଖପାଖ ଅଂଚଳରେ ବାର୍ଡ ଫ୍ଲୁ ଭୂତାଣୁ ସଂକ୍ରମିତ ହେଉଥିବାରୁ ଉକ୍ତ ଅଂଚଳରୁ କୁକୁଡା କ୍ରୟ ନକରିବାକୁ କୁକୁଡା ମାଂସ ଦୋକାନୀମାନଙ୍କୁ ନୋଟିସ୍ ଜାରି କରିଛି…

ମହାରାଷ୍ଟ୍ରରୁ ସାତକୋଶିଆକୁ ଆସିବେ ୧୪ ବାଘ

ଭୁବନେଶ୍ୱର: ଅନୁଗୁଳର ସାତକୋଶିଆକୁ ଆସିବେ ନୂଆ ଅତିଥି। ଅନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ଚଳାଇବାକୁ ସବୁଜ ସଂକେତ ମିଳିଛି। ଯାହା ଫଳରେ ମହାରାଷ୍ଟ୍ରର ତଡବା ଜଙ୍ଗଲରୁ ଆସିବେ ୧୪ ବାଘ। ପୁଣି ଥରେ ବ୍ୟାଘ୍ର ପ୍ରକଳ୍ପ ଆରମ୍ଭ କରିବାକୁ NTCA ଅନୁମୋଦନ ଦେଇଥିବା ପିସିସିଏଫ୍…

ଓଡିଶାର ୧୪ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା 

ଭୁବନେଶ୍ୱର: କଟକ, ଭୁବନେଶ୍ୱର ସମେତ ଓଡିଶାର ୧୪ଟି ଜିଲ୍ଲାରେ ଆଜି ସନ୍ଧ୍ଯା ସୁଦ୍ଧା ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କଟକ, ଗଞ୍ଜାମ, ପୁରୀ, ବରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଖୋର୍ଦ୍ଧା…

ଆଗାମୀ ୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୦ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଦିନ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ନୟାଗଡ଼,…

ଏହିସବୁ ଜିଲ୍ଲାରେ ବର୍ଷିବ, ୧୬ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: ଓଡିଶାର ୧୬ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶନିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨ଘଣ୍ଟା ମଧ୍ୟରେ ଏହି ଦୁଇଟି ଜିଲ୍ଲାରେ ସାମାନ୍ଯରୁ ମଧ୍ଯମ ଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ବାଲେଶ୍ୱର,…

ଅଗଷ୍ଟ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି 

ଭୁବନେଶ୍ବର: ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଅଗଷ୍ଟ ୨୬ ତାରିଖରେ ସରକାରୀ ଛୁଟି ପଡୁଥିବା ଯୋଗୁ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏହି ଦିନ ଜନ୍ମାଷ୍ଟମୀ ପଡୁଥିବାରୁ ସରକାରୀ ଛୁଟି…

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା…

ଆସନ୍ତାକାଲି ଅଲମ୍ପିକ୍ସ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦିଆଯିବ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱରରେ ଭାରତୀୟ ହକି ଟିମ୍ ର ଭବ୍ୟ ସମ୍ବର୍ଦ୍ଧନା ସମାରୋହ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କ୍ରୀଡ଼ାମନ୍ତ୍ରୀ କହିଛନ୍ତି ଯେ, ପ୍ୟାରିସ୍‌ ଅଲମ୍ପିକ୍ସ - ୨୦୨୪ ରେ କାଂସ୍ୟ ପଦକ ଜିତି ଭାରତୀୟ ହକି ଟିମ୍ ଆମ ଦେଶପାଇଁ…

ପ୍ରସଙ୍ଗ ପ୍ରସ୍ତୁତ; କମ୍ପିବ ବିଧାନସଭା

ଭୁବନେଶ୍ୱର: ଅଗଷ୍ଟ ୨୦ରୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଗତଥର ଭଳି ଏଥର ବି କମ୍ପିବ ବିଧାନସଭା । ଶାସକ ବିଜେପିକୁ ଘେରିବାକୁ ବିରୋଧୀ ପ୍ରସ୍ତୁତ । ହାତରେ ପ୍ରସଙ୍ଗର ଲମ୍ବା ତାଲିକା । ଗତଥର ଓଡିଆ ଅସ୍ମିତା, ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗରେ…

ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର: ଆସନ୍ତା ବର୍ଷ କଲେଜରେ ହେବ ଛାତ୍ର ସଂସଦ ନିର୍ବାଚନ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ହୁଏ। ଜୁନରେ ନୂଆ ସରକାର ଆସିଲା ପରେ ଏନେଇ ପର୍ଯ୍ୟାପ୍ତ ସମୟ ମିଳିନି। ଛାତ୍ର ସଂସଦ ନିର୍ବାଚନ…