୧୩ ତାରିଖରୁ ଥିଲେ ନିଖୋଜ, ଏବେ ମିଳିଲା ମୃତଦେହ
ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ଥାନା ଚନ୍ଦକା ଜଙ୍ଗଲ କଡ ଡ୍ରେନରୁ ମିଳିଛି ୧୦ମ ଶ୍ରେଣୀ ଛାତ୍ର ଦୈତରାଜ ନାୟକକଙ୍କ ମୃତଦେହ। ଯେକି ନିକଟରେ ଥିବା ପଣ୍ଡା ପାର୍କ ବସ୍ତିର ଯୁଦ୍ଧିଷ୍ଟିର ନାୟକଙ୍କ ପୁଅ ବୋଲି ଜଣାପଡିଛି। ତେବେ ଗଳିତ ଅବସ୍ଥାରେ ମିଳିଛି ମୃତ ଦେହ । ତେଣୁ ତାଙ୍କ ବାପା ହତ୍ୟା…