Latest Odisha News

BREAKING NEWS

Browsing Tag

odisha

ବେଆଇନ ଖଣି ଖନନ କାହିଁକି ଚାଲିଛି : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:  ଓଡ଼ିଶାରେ  ବେଆଇନ ଖଣି କାରବାରକୁ ନେଇ ସୁପ୍ରିମକୋର୍ଟ ଫଟକାର ଲଗାଇଛନ୍ତି । ପରିବେଶ ମଞ୍ଜୁରୀ ନ ଥାଇ ଖଣି ଖନନ କାହିଁକି  କରୁଛନ୍ତି ଖଣି ଲିଜଧାରୀ ସେ ପ୍ରଶ୍ନ ବି ଉଠାଇଛନ୍ତି । ସ୍ଥିତିବସ୍ଥା ଆଳ ଦେଖାଇ କେତକ କମ୍ପାନୀ କାହିଁକି  ବେଆଇନ ଖଣି ଖନନ କରୁଛନ୍ତି ? ଏଭଳି ପ୍ରଶ୍ନ…

ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ଅଗ୍ନି -୪ର ସଫଳ ପରୀକ୍ଷଣ

ଭୁବନେଶ୍ବର: ଓଡ଼ିଶାର ଏପିଜେ ଅବଦୁଲ କାଲାମ ଦ୍ବୀପରୁ ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି । ଆଜି ସନ୍ଧ୍ୟା ସାଢ଼େ ସାତଟା ସମୟରେ ଏହି କ୍ଷେପଣାସ୍ତ୍ର ଉତକ୍ଷେପଣ କରାଯାଇଥିଲା । ଦୀର୍ଘ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି- IV କ୍ଷେପଣାସ୍ତ୍ର…

ମୋଦି ସରକାରଙ୍କ ମହିଳା ସଶକ୍ତିକରଣ ଯୋଜନାର ପ୍ରଚାର ପାଇଁ ବିଭିନ୍ନ ସ୍ଥାନରେ ‘ମହିଳା ସମାବଶ’ ଆୟୋଜନ

ଭୁବନେଶ୍ୱର: ଆତ୍ମନିର୍ଭର ଭାରତ ଗଠନରେ ମହିଳାଙ୍କ ଭୁମିକାକୁ ମୋଦି ସରକାର ଅତ୍ୟନ୍ତ ଗୁରୁତ୍ୱ ଦେଉଛନ୍ତି ବୋଲି କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗ ଦେଇ ରାଜ୍ୟ ସଭାପତି  ସମୀର ମହାନ୍ତି କହିଛନ୍ତି । ଏହି ଅବସରରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ ମା ଓ ଭଉଣୀଙ୍କୁ ଶ୍ରୀ ମହାନ୍ତି…

ନବୀନ କରିବେ ସଂଗଠନରେ ଅଦଳବଦଳ: ବିବାଦୀୟଙ୍କୁ ମିଳିବ ସଂଗଠନ ଦାୟିତ୍ୱ

ଭୁବନେଶ୍ବର: ଓଡ଼ିଶା ରାଜନୀତିରେ ବହୁଦିନରୁ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ସରକାରଙ୍କ ମୁଣ୍ଡବିନ୍ଧା ସାଜିଥିବା ମନ୍ତ୍ରୀମାନଙ୍କୁ ମନ୍ତ୍ରୀମଣ୍ଡଳରୁ ବାହାର କରି ନୂଆ ମନ୍ତୀମଣ୍ଡଳ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁଠୁ ବଡ଼ କଥା ହେଉଛି…

5 T ରେ ଯୋଡି ହେଲା ନୂଆ T ଟୁର୍

ଭୁବନେଶ୍ବର: ନୂଆ ମନ୍ତ୍ରୀମଣ୍ଡଳ ଗଠନ ପରେ ସମସ୍ତ ମନ୍ତ୍ରୀଙ୍କୁ ନବୀନ ନିବାସ ଡକାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ଗୁରୁ ମନ୍ତ୍ର ଦେଇଛନ୍ତି । 2024 ନିର୍ବାଚନ ପୂର୍ବରୁ ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ ପହଁଚାଇବା ପାଇଁ ମନ୍ତ୍ରୀମାନେ ମୋ ସରକାର ଅଧିନରେ ଏବେ 6ଟି…

ମନ୍ତ୍ରୀମଣ୍ଡଳରେ ସାତ ଜଣ ସଂପୂର୍ଣ୍ଣ ନୂଆ ଚେହେରା; ବାସନ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଭୁବନେଶ୍ୱର: ଏଥର ମନ୍ତ୍ରୀମଣ୍ଡଳରେ ୭ଜଣ ସଂପୂର୍ଣ୍ଣ ନୂଆ ମୁହଁ ଦେଖିବାକୁ ମିଳିଛି । ଯେଉଁମାନଙ୍କର ପୂର୍ବରୁ ଆଦୌ ଅଭିଜ୍ଞତା ନାହିଁ । ନବୀନ କାହାକୁ ବି କେତେବେଳେ ଆଉ କିଛି ବି ସୁଯୋଗ ଦେଇଦିଅନ୍ତି ବୋଲି ବିଜେଡିକୁ ଅତି ନିକଟରୁ ଦେଖୁଥିବା ଲୋକେ ଆଲୋଚନା କରନ୍ତି । ସେ ରାଜ୍ୟସଭା ଟିକେଟ ହେଉ…

ଓଡିଶାରେ ଡିଜନୀ ଷ୍ଟାର୍ ଲଂଚ କଲା ମନୋରଂଜନ ଟିଭି ଚ୍ୟାନେଲ୍ “ଷ୍ଟାର୍ କିରଣ”

ଭୁବନେଶ୍ୱର: ବିଶ୍ୱର ଅନ୍ୟତମ ବୃହତ ତଥା ମନୋରଂଜନ ଧର୍ମୀ ଟିଭି ନେଟୱାର୍କ ଡିଜନୀ ଷ୍ଟାର୍ । ଏହି ସଂସ୍ଥା ଓଡିଶାରେ ଏଣ୍ଟରଟେନମେଣ୍ଟ ଟିଭି ଚ୍ୟାନେଲ୍ ଷ୍ଟାର୍ କିରଣ ଲଂଚ କରିବା ନେଇ ଗତକାଲି ଘୋଷଣା କରିଥିଲା । ଆସନ୍ତା ମାସ ତଥା ଜୁନ୍ ୬ ତାରିଖଠୁ ଏହି ଟିଭି ଚ୍ୟାନେଲ୍ ଜରିଆରେ ଦର୍ଶକମାନେ…

ଖୋଲାରେ ଶୌଚ: ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଓଡ଼ିଶାରେ ସର୍ବାଧିକ

ଭୁବନେଶ୍ୱର: ଦେଶରେ ଓଡ଼ିଶାର ସର୍ବାଧିକ ସହରାଞ୍ଚଳ ଲୋକେ ଖୋଲାରେ ଶୌଚ କରନ୍ତି । ୧୮.୫% ସହରାଞ୍ଚଳ ଲୋକ ରାଜ୍ୟରେ ଶୌଚ କରିବାକୁ ଖୋଲାକୁ ଯାଆନ୍ତି । ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ଭେ ରିପୋର୍ଟରେ ଏହି ତଥ୍ୟ ପ୍ରକାଶ ପାଇଛି । ଏହି ତାଲିକାରେ ଓଡ଼ିଶା ସର୍ବାଗ୍ରେ ରହିଛି । ସମଗ୍ର ଦେଶରେ…

ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ପ୍ରସ୍ତୁତ; ଛୁଟି ବାତିଲ୍

ଭୁବନେଶ୍ୱର: ବର୍ତ୍ତମାନର ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ଆଉ ପରେ ଅବପାତ ରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗକେନ୍ଦ୍ର ଆକଳନ କରିଛି। ସମ୍ଭାବ୍ୟ ବାତ୍ୟା ମୁକାବିଲା ର ଜାଗ୍ରତ ପ୍ରହରୀ ଅଗ୍ନିଶମ ବିଭାଗ ପୁରା ପ୍ରସ୍ତୁତ ଅଛି। ସରକାର ସବୁ ଦିଗରୁ ପ୍ରସ୍ତୁତି କରୁଥିବାବେଳେ…

ରାଜ୍ୟରେ ଚାଲିବ ଇ-ବସ୍

ଭୁବନେଶ୍ୱର: ରାଜ୍ୟରେ ଖୁବ୍‍ ଶୀଘ୍ର ଚାଲିବ ଇ-ବସ୍ । ଏ ନେଇ ପରିବହନ ବିଭାଗ ଅଧିକାରୀ ଓ କ୍ରୁଟ୍ କୁ ପରାମର୍ଶ ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା । ଏ ସକାଶେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ । ଗୁରୁବାର ଲୋକସେବା ଭବନ ରେ ‘ମୋ ବସ୍’…