Latest Odisha News

BREAKING NEWS

Browsing Tag

odisha

ଓଡ଼ିଶାରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ, ଦିନକରେ ୬୧୬୪

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬ ହଜାର ୧୬୪ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ। https://twitter.com/IPR_Odisha/status/1385068271670423553?s=19…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ…

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି…

କରୋନାରେ ଚାଲିଗଲେ ଛାତ୍ରଛାତ୍ରୀଙ୍କର ପ୍ରିୟ ଓଡ଼ିଆ ଅଧ୍ୟାପକ ଜୟସେନ ବିଶ୍ୱାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକ ବିଡିପୁରସ୍ଥିତ ଟିଏସଡି କଲେଜର ଓଡିଆ ଅଧ୍ୟାପକ ଜୟସେନ ବିଶ୍ୱାଳଙ୍କ ପରଲୋକ । କରୋନାରେ ଆକ୍ରାନ୍ତ ଥିଲେ ଜୟସେନ ।  ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ବିଡିପୁରଠାରେ ଏକ କୋଚିଂ ସେଣ୍ଟର ଖୋଲି…

ଟିକା ଅଭାବରୁ ୮୦୦ଟି କେନ୍ଦ୍ରରେ ଟିକାକରଣ ବନ୍ଦ, ଆଜି ପହଞ୍ଚିବ ଆଉ ୩ ଲକ୍ଷ କୋଭିସିଲ୍ଡ

ଭୁବନେଶ୍ୱର: ରାଜ୍ୟରେ ଏବେବି ଟିକା ଅଭାବ ଲାଗି ରହିଛି । ଫଳରେ ଗତକାଲି ୧୦୫୦ ଟିକାକରଣ କେନ୍ଦ୍ରରେ ଟିକା ଦିଆଯାଇଥିବା ବେଳେ ଆଜି ମାତ୍ର ୭୦୦ଟି କେନ୍ଦ୍ରରେ ଟିକାକରଣ କରାଯାଉଛି । ଭ୍ୟାକ୍ସିନ୍ ନିଅଣ୍ଟ କାରଣରୁ ଆଜି ରାଜ୍ୟର ୮୦୦ ଟି କେନ୍ଦ୍ରରେ ଟିକାକରଣ ବନ୍ଦ ରହିଛି । କୋରାପୁଟ ଜିଲ୍ଲାରେ…

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୩କୁ ବୃଦ୍ଧି

ଭୁବନେଶ୍ୱର: ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୨ ଶହରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବଲାଙ୍ଗିର, ଗଞ୍ଜାମ ଓ ଯାଜପୁରର ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ୩…

୭୦ ଦିନରେ ରାଜ୍ୟରେ ଦିଆଯାଇଛି ୪୦ ଲକ୍ଷ ଡୋଜ୍ ଟିକା

ଭୁବନେଶ୍ୱର: ଜାନୁଆରୀ ୧୬ ରାଷ୍ଟ୍ରୀୟ ଟିକାକରଣ ଦିବସରୁ ଆରମ୍ଭ ହୋଇଥିବା ଟିକାକରଣ ରାଜ୍ୟରେ ଜାରି ରହିଛି । ଏପ୍ରିଲ୍ ୯ ସୁଦ୍ଧା ୭୦ ଦିନ ଭିତରେ ଓଡ଼ିଶା ୪୦ ଲକ୍ଷ ଡୋଜ୍ କୋଭିଟ୍ ଟିକା ଦେଇଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେବା ସହ ଏଥିପାଇଁ…

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୧୦ ସଂକ୍ରମିତ 

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଇତିମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୧୦ ଜଣ ସଂକ୍ରମିତ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ୩…

ଓଡ଼ିଶା ସମେତ ଦେଶର ୫ ରାଜ୍ୟରେ କୋଭିଡ୍ ଟିକା ଅଭାବ

ଭୁବନେଶ୍ୱର/ନୂଆଦିଲ୍ଲୀ: ଦେଶରେ କରୋନାର ବଢ଼ୁଥିବା ମାମଲା ମଧ୍ୟରେ ଦେଖା ଦେଇଛି ଟିକା ଅଭାବ । ଓଡ଼ିଶା ସମତେ ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଅନ୍ୟ କିଛି ରାଜ୍ୟରେ କମ୍ ଭ୍ୟାକ୍ସିନ୍ ରହିଛି । ଭ୍ୟାକ୍ସିନ୍ ଅଭାବ ପାଇଁ ରାଜ୍ୟରେ କେତେକ କେନ୍ଦ୍ରରେ…

ରାଜ୍ୟକୁ ଘାରିଛି କରୋନା ଭୟ: ନବମ, ଏକାଦଶ ପିଲାଙ୍କ କ୍ଲାସ୍ ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣକୁ କିଛି ମାତ୍ରାରେ ହ୍ରାସ କରିବାକୁ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ଆଜି ଏକ ବଡ଼ ନିଷ୍ପତ୍ତି ନେଇଛି । ୮ ତାରିଖରୁ ରାଜ୍ୟରେ ନବମ ଓ ଏକା‌ଦଶ ଶ୍ରେଣୀ କ୍ଲାସ୍‌ ଏପ୍ରିଲ୍ ୩୦…

କୃତ୍ରିମ ଉପାୟରେ ଅଣ୍ଡା ଫୁଟି ବାହାରିଛି ୬୬ଟି ସାପ ଛୁଆ, ସଫଳ ପ୍ରୟାସ କହିଲେ ଶୁଭେନ୍ଦୁ ମଲ୍ଲିକ

ବ୍ରହ୍ମଗିରି: କୃତ୍ରିମ ଉପାୟରେ ଅଣ୍ଡାରୁ ବାହାରିଲେ ସାପ ଛୁଆ । ବ୍ରହ୍ମଗିରି ରେଞ୍ଜ ଅଞ୍ଚଳରୁ ଉଦ୍ଧାର ସାପ ଅଣ୍ଡାରୁ ବାହାରିଛନ୍ତି କୁନି କୁନି ଛୁଆ । ୭୨ଟି ଅଣ୍ଡାରୁ ୬୬ଟି ଛୁଆ ବାହାରିଥିବା ଜଣାପଡିଛି । ସମସ୍ତ ସାପ ଶିଶୁମାନଙ୍କୁ ବ୍ରହ୍ମଗିରି ରେଞ୍ଜ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯାଇ…