Latest Odisha News

BREAKING NEWS

Browsing Tag

odisha

ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଆଜି ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର: ଓଡ଼ିଶାରେ ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ଥିବା ବେଳେ ଅନଲକ୍ ଆରମ୍ଭ ହୋଇଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଛି । ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ? କେବେଠାରୁ ଖୋଲିବା ସେନେଇ ଆଜି ଆସିପାରେ ନିଷ୍ପତ୍ତି । ଏନେଇ ଆଜି ସବୁ ବିଶ୍ୱବିଦ୍ୟାଳୟ…

ଆଜି ରାଜ୍ୟରୁ ୨୦୭୦ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯୫ ଜଣ ଥିବା ବେଳେ ଲୋକାଲ୍‌ କେସ୍‌ ରହିଛି ୮୭୫। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୁଳରୁ ୫୭, ବାଲେଶ୍ୱରରୁ ୧୭୬,…

ଓଡିଶା ସିନିୟର କ୍ରିକେଟ ଟିମର କୋଚ ହେଲେ ୱାସିମ ଜାଫର

ଭୁବନେଶ୍ୱର: ଭାରତର ପୂର୍ବତନ କ୍ରିକେଟର ୱାସିମ ଜାଫରଙ୍କୁ ବୁଧବାର ଓଡିଶା ସିନିୟର ଟିମର କୋଚ ଭାବେ ନିଯୁକ୍ତ କରାଯାଇଛି । ଓଡିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି । ଆଗାମୀ ୨୦୨୧ରୁ ୨୩ ପର୍ଯ୍ୟନ୍ତ ଘରୋଇ ପ୍ରତିଯୋଗିତାରେ ସେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବେ ।…

କୋଭିଡ୍ ନେଗେଟିଭ୍ ମୃତଦେହକୁ ନେଇପାରିବେ ପରିବାର ଲୋକ, ମାନିବାକୁ ପଡ଼ିବ ଏହି ସର୍ତ୍ତ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତଙ୍କ ମୃତ୍ୟୁ ହେଲେ ପ୍ରଶାସନ ଶବ ସତ୍କାର କରୁଛି । ଏଣିକି ପରିବାର ଲୋକଙ୍କୁ ସର୍ତ୍ତ ସହ ମୃତଦେହ ଦିଆଯିବ । ଯଦି ମୃତକ ଜଣଙ୍କ କୋଭିଡ୍ ନେଗେଟିଭ୍ ଥିବେ ତାଙ୍କ ମରଶରୀରକୁ ନେଇ ପାରିବେ ପରିବାର ଲୋକ । ଏନେଇ ନୂଆ…

ଦୀପଗ୍ରେସଙ୍କ ଭୁଲ ରହିଲା କେଉଁଠି, କେନ୍ଦ୍ର ପରେ ରାଜ୍ୟ କ୍ରୀଡା ବିଭାଗ ବି ପଚାରିଲାନି !

ଭୁବନେଶ୍ୱର: ଭାରତୀୟ ହକି ସବୁଠାରୁ ସିନିୟର ଖେଳାଳି ଦୀପଗ୍ରେସ ଏକ୍କାଙ୍କୁ ପରାକ୍ଷରେ ଅସମ୍ମାନିତ କରାଯାଇଛି । ୧୦ ବର୍ଷ ହେବ ଜାତୀୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଏହି ମହାନ ଖେଳାଳିଙ୍କ ନାମ ଏଥର ବି ଅର୍ଜୁନ ପୁରସ୍କାର ପାଇଁ ପଠାଗଲାନି । ପ୍ରଥମେ କେନ୍ଦ୍ର ଏବଂ ଏବେ ରାଜ୍ୟ କ୍ରୀଡା…

ରାଜ୍ୟରେ ଆଉ ୪୩ ଜଣଙ୍କ ମୃତ୍ୟୁ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା ଧିରେଧିରେ କମିବାରେ ଲାଗିଛି। ଗୋଟିଏ ଦିନରେ ରାଜ୍ୟରେ ପ୍ରାଣ ହରାଇଛନ୍ତି ଆଉ ୪୩ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୩ ହଜାର ୯୩୦କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ…

କଟକ ଓ ଭୁବନେଶ୍ବର ସମେତ ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୯ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଭାଗ ପକ୍ଷରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି। ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର), ପୁରୀ,…

ଭୁବନେଶ୍ବର ସମେତ ୫ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ପାଞ୍ଚଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଖୋର୍ଦ୍ଧା (ଭୁବନେଶ୍ୱର), ରାୟଗଡ଼ା, କନ୍ଧମାଳ, କେନ୍ଦୁଝର ଏବଂ ନୟାଗଡ଼ରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।…

ଆଜି ପୁଣି ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ଅନେକ ଜିଲ୍ଲା ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଯାହା ଫଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ୨୨ ରୁ ଜୁନ୍ ୨୫ ଯାଏଁ ଅନେକ ଜିଲ୍ଲାରେ…

କୋଭିଡ ନିୟମ ଉଲ୍ଲଂଘନ; ୨୪ ଘଣ୍ଟାରେ ୨୨ ଲକ୍ଷ ଫାଇନ, ୧୫ ଗିରଫ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ୨୨,୨୦,୪୫୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି। ଏହି ଘଟଣାରେ ୧୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୪୨୪ଟି ଗାଡି ଜବତ କରାଯାଇଛି। ଏନେଇ ଓଡିଶା ପୋଲିସ ଶନିବାର ଟୁଇଟ୍ କରି ସୂଚନା ଦେଇଛି। ଏହାବ୍ୟତୀତ,…