ରାଜ୍ୟର ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ରାଜ୍ୟର ଚାରିଟି ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଥିବା ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ଆସନ୍ତା ତିନି ଘଣ୍ଟା ମଧ୍ୟରେ ଅନୁଗୁଳ, ଯାଜପୁର, ଢେଙ୍କାନାଳ ଏବଂ କେନ୍ଦୁଝର ଆଦି…