Latest Odisha News
Browsing Tag

odisha

ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା, ବିଧାନସଭାରେ ବଡ଼ ସଂକଳ୍ପ ଆଣିଲେ…

ଭୁବନେଶ୍ବର: ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା । ଏନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ । ବିଧାନସଭାରେ ଆଜି ମାନ୍ୟବର…

ଓଡ଼ିଶାକୁ ଆଜି ଆସିବ କୋଭିଶିଲ୍ଡର ୩.୭୦ ଲକ୍ଷ ଡୋଜ

ଭୁବନେଶ୍ୱର: କୋଭିଶିଲ୍ଡର ୩.୭୦ ଲକ୍ଷ ଡୋଜ ମଙ୍ଗଳବାର ଦିନ ଓଡିଶା ଆସିବ। ଏଥିସହିତ ଆଉ ୯.୮୮ ଡୋଜ ଏପ୍ରିଲ୍ ୨ ସୁଦ୍ଧା ପହଞ୍ଚିବ। ଦୈନିକ ଟିକାକରଣ ୨ ଲକ୍ଷକୁ ବୃଦ୍ଧି କରିବା ଲାଗି ଓଡିଶା ସରକାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟକୁ ୨୫ ଲକ୍ଷ ଡୋଜ ଟିକା ମାଗିଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ…

ବଢ଼ୁଛି ସଂକ୍ରମଣ, ରାଜ୍ୟରେ ପୁଣି ଲାଗୁ ହୋଇପାରେ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର: ୬ ସପ୍ତାହ ପରେ ରାଜ୍ୟରେ ଶୁକ୍ରବାର କରୋନା ସଂକ୍ରମଣ ଶହେ ଟପିଛି । ବଢ଼ୁଥିବା ସଂକ୍ରମଣକ ଦେଖି ରାଜ୍ୟ ସରକାର ପୁଣି କରୋନା କଟକଣାକୁ କଡ଼ାକଡ଼ି କରୁଛନ୍ତି । ସରକାରୀ ଅଫିସରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ପାଇଁ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚିଠି…

ରାଜ୍ୟରେ ଆଜି ନୂଆ ୮୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୪୮୯କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ…

ଅପହଞ୍ଚ ଗାଁ ସବୁର ଗପ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ମଙ୍ଗଳ ଗ୍ରହରେ କଣ ଅଛି ଜାଣିବା ପାଇଁ ଆମେ ଉପଗ୍ରହ ପଠାଇ ସାରିଛୁ । ଓଡ଼ିଶାରେ ପ୍ରତି ଘର ପକ୍କା, ଗାଁ ସବୁ ସଂଯୁକ୍ତ ଓ ବିକାଶ ପଥରେ ବୋଲି ଅନେକ ବିଜ୍ଞାପନ ଖବରକାଗଜରେ ପ୍ରକାଶ ପାଇଛି । ଯାହା ଏକ ରଙ୍ଗୀନ ଚିତ୍ର ଆମ ଆଗରେ…

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାମନାଥ କୋବିନ୍ଦ, ୨୨ରେ ଯିବେ ପୁରୀ, ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପ୍ରଶାସନର…

ପୁରୀ: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୧ ତାରିଖରୁ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨୨ ତାରିଖରେ ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ରାଉରକେଲା ଏବଂ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ସହ କୋଣାର୍କ ଯିବାର ମଧ୍ୟ କାର୍ଯ୍ୟକ୍ରମ…

ରାଜ୍ୟରେ ଆଜି ୬୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୩୮୨୫୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…

ଓଡ଼ିଶାରୁ ୭୧ ନୂଆ କରୋନା ରୋଗୀ ଚିହ୍ନଟ, ଲ‌ୋକାଲ୍ କେସ୍ ୨୮

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂକ୍ରମିତ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୯୨ରେ ପହଞ୍ଚିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଲ‌ୋକାଲ୍ କେସ୍ ୨୮…

ଓଡ଼ିଶାର ଏହି ଜିଲ୍ଲାରେ ହେବ ୩ ଏକଲବ୍ୟ ବିଦ୍ୟାଳୟ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଆଦିବାସୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡିଶା ସରକାର ୩ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରିବେ ବୋଲି ଜଣେ ଅଧିକାରୀ କହିଛନ୍ତି। ଅଧିକାରୀଙ୍କ କହିବାନୁସାରେ, ଜାମନକିରା, ବାମରା ଏବଂ ଜୁଜୁମୁରା ବ୍ଲକରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ହେବ।…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି । ସଂକ୍ରମଣ ଦିନକୁ ଦିନ ଡରାଉଛି । ୨୪ ଘଣ୍ଟା ରାଜ୍ୟରେ ୧୭ଟି ଜିଲ୍ଲାରୁ ୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ…