ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି, ଆଜି କରିବେ କ୍ଷୟକ୍ଷତିର ଆକଳନ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଓଡିଶାରେ ଗସ୍ତରେ ଆସି ବାତ୍ୟା 'ୟାସ୍' ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବେ।
ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରୁ ସକାଳ ୮.୫୦ ରେ ବିମାନ ଉଡ଼ାଣ କରିବେ ଏବଂ ସକାଳ ୧୦.୫୦ ରେ ଭୁବନେଶ୍ୱରରେ ପହଞ୍ଚିବେ।…