Latest Odisha News

BREAKING NEWS

Browsing Tag

odisha

ରାଜ୍ୟରେ ଚିହ୍ନଟ ହେଲେ ୯୭ ନୂଆ କରୋନା ଆକ୍ରାନ୍ତ, ୯ ଫେବୃଆରୀ ପରେ ଗୋଟିଏ ଦିନରେ ସର୍ବାଧିକ ପଜିଟିଭ ସୂଚନା 

ଭୁବନେଶ୍ବର: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ତନ୍ମଧ୍ୟରେ ୩୪ ଲୋକାଲ କେସ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୩ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୪ଟି । ୧୯ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି…

ରାଜ୍ୟର ୭ଟି ସହରରେ ବଢୁଛି ପ୍ରଦୂଷଣର ମାତ୍ରା

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଥିବା ଯାନବାହାନ ଓ ଅନ୍ୟାନ୍ୟ କାରଣ ଯୋଗୁଁ ଓଡିଶାର ୭ଟି ସହରରେ ବାୟୁ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ଯାହା ରାଜ୍ୟ ପାଇଁ ଏକ ଉଦବେଗ ଜନକ ସ୍ଥିତି ପାଲଟିଛି। ସାତଟି ସହରର ବାୟୁରେ PM10 ଏବଂ PM2.5 ପରି ବିପଜ୍ଜନକ ବାୟୁ ପ୍ରଦୂଷକ ପଦାର୍ଥର ମାନ…

ଓଡ଼ିଶାରେ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ୍ ଚିହ୍ନଟ ହୋଇନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ କରୋନା ଭାଇରସର ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍ ଚିହ୍ନଟ ହେବା ପରେ ସରକାର ଆଲର୍ଟ ମୋଡରେ ଅଛନ୍ତି । ଓଡ଼ିଶାରେ ଦକ୍ଷିଣ ଆଫ୍ରିକା ଭୂତାଣୁ ଚିହ୍ନଟ ହୋଇ ନଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜମ ମିଶ୍ର କହିଛନ୍ତି । ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍ କରୋନା ଭୂତାଣୁର ଆଉ…

ରାଜ୍ୟରେ ଆଉ ୭୫ କରୋନା ସଂକ୍ରମିତ ଚିହ୍ନଟ, ୧୩ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ୍

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଆଉ ୭୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ୧୩ ଜିଲ୍ଲାରେ ନୂଆ ଆକ୍ରାନ୍ତ ସଂଖ୍ୟା ଶୂନ୍ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

 ସାର୍ଥକ ମ୍ୟୁଜିକ ବିରୁଦ୍ଧରେ ରାଜ୍ୟ ମାନବାଧିକାର କମିଶନରେ ଅଭିଯୋଗ

ଭୁବନେଶ୍ୱର : ସାର୍ଥକ ମ୍ୟୁଜିକରେ ପ୍ରସାରିତ ହାଡ଼ି-ହାଡ଼ିଆଣି ଦଣ୍ଡନୃତ୍ୟ କାର୍ଯ୍ୟକ୍ରମଟି ଆକ୍ଷେପ ମୂଳକ ଓ ଗୋଟିଏ ଜାତିର ଚରିତ୍ରକୁ ଅପମାନ କଲାପରି ଏକ ମନଗଢ଼ା ଯୋଜନା ଭିତ୍ତିକ କାର୍ଯ୍ୟକ୍ରମ ବୋଲି ଅଭିଯୋଗ କରି, ଅଲ ଓଡ଼ିଶା ଦଳିତ ସମାଜ କଲ୍ୟାଣ ପରିଷଦ ପକ୍ଷରୁ ଓଡ଼ିଶା ମାନବାଧିକାର…

ଓଡ଼ିଶା ଠାରୁ ମେଟ୍ରୋ ରେଳ ପ୍ରୋଜେକ୍ଟ ନେଇ କୌଣସି ପ୍ରସ୍ତାବ ମିଳିନାହିଁ: କେନ୍ଦ୍ର

ନୂଆଦିଲ୍ଲୀ: ଓଡ଼ିଶାରେ କୌଣସି ମେଟ୍ରୋ ରେଳ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ମିଳିନାହିଁ । ରାଜ୍ୟସଭାରେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣଭଙ୍କ ଅଣତାରକା ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି କେନ୍ଦ୍ର ସହର ଓ ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂହ ପୁରୀ । ଭିତ୍ତିଭୂମି ବିକାଶ ଓ…

ଓଡିଶାର ଇଞ୍ଚ‌େ ବି ଜମି ଆନ୍ଧ୍ରକୁ ଦେବୁନୁ: ମନ୍ତ୍ରୀ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶକୁ ଏକ ଇଞ୍ଚ ଜମି ମଧ୍ୟ ଦେବୁ ନାହିଁ ବୋଲି ଶନିବାର ଦିନ ପ୍ରକାଶ କରିଛନ୍ତି ଓଡିଶା ସରକାର। କୋରାପୁଟ ଏବଂ ଗଜପତି ଜିଲ୍ଲାର କେତେକ ଗ୍ରାମରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରିବାକୁ ଯାଉଥିବା ସମ୍ପର୍କିତ ଏକ ପ୍ରଶ୍ନର ଜବାବରେ ଗଣମାଧ୍ୟମକୁ ରାଜସ୍ୱ ଏବଂ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୭୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୭୯ ନୂଆ ଆକ୍ରାନ୍ତ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ୭୯ ନୂଆ ଆକ୍ରାନ୍ତଙ୍କ ଭିତରେ…