Latest Odisha News

BREAKING NEWS

Browsing Tag

odisha

ରାଜ୍ୟରୁ ସୁସ୍ଥ ହେଲେ ୮୫୪୭ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୫୪୭ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧,…

ଫାଇବର ଜରିଆରେ ଓଡ଼ିଶାର ସବୁ ପଞ୍ଚାୟତରେ ମିଳିବ ଇଣ୍ଟରନେଟ୍ ସୁବିଧା

ଭୁବନେଶ୍ୱର: ବ୍ୟାପକ ହେବ ଇଣ୍ଟରନେଟ ବ୍ୟବସ୍ଥା। ୨୦୨୧ ଶେଷ ସୁଦ୍ଧା ସବୁ ପଂଚାୟତରେ optic fibre ଜରିଆରେ ଇଣ୍ଟରନେଟ ସୁବିଧା ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା। ସୂଚନା ଅନୁଯାୟୀ, ଏହାଦ୍ବାରା ଛାତ୍ରଛାତ୍ରୀ ମାନଙ୍କର ଅନଲାଇନ୍…

ବଜ୍ରପାତରେ ୩ ମୃତ

ଭୁବନେଶ୍ୱର: ଓଡିଶାରେ ମଙ୍ଗଳବାର ଅପରାହ୍ନରେ ହୋଇଥିବା ବଜ୍ରପାତରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲାରେ ବାରକାନି ଗାଁର ଦୁଇଜଣ ମହିଳା ଗାଧୋଇବାକୁ ପୋଖରୀକୁ ଯିବାବେଳେ ବଜ୍ରପାତ ଶିକାର ହୋଇଥିଲେ। ମହିଳାମାନଙ୍କ ମଧ୍ୟରୁ ପାନିବୁଦି…

ସାପ କାମୁଡ଼ାରେ ଭାଇ ଓ ଭଉଣୀ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଏକ ଗ୍ରାମରେ ଶୁକ୍ରବାର ରାତିରେ ବିଷାକ୍ତ ସାପ କାମୁଡାରେ ତିନି ବର୍ଷର ଝିଅ ଓ ତା'ର ୧୧ ବର୍ଷୀୟ ଭାଇର ମୃତ୍ୟୁ ଘଟିଛି। ମୃତ ଭାଇ ଓ ଭଉଣୀ ଭୁମିକା ଏବଂ ଅଭିଷେକ ବୋଲି ଜଣାପଡିଛି। ସେମାନେ ଆଳି ନିକଟ ଗୋବିନ୍ଦପୁର ଗାଁର ଅରୁଣ କୁମାର ଦାସଙ୍କ ସନ୍ତାନ।…

ସଂକ୍ରମଣ ଭଳି ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ ୮୪୦୧ ଜଣ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ପ୍ରତିଦିନ ନୂଆ ନୂଆ ରେକର୍ଡ କରି ଚାଲିଛି । ସେହିଭଳି କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ସବୁ ରେକର୍ଡ ଭାଙ୍ଗିଛି । ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟାରେ କରୋନାରୁ ୮ ହଜାର ୪୦୧ ଜଣ ସୁସ୍ଥ ହୋଇଛନ୍ତି…

ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୧୨ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୨୩୮ ପଜିଟିଭ୍ ।…

ଘରୋଇ ହସ୍ପିଟାଲରେ ୧୮-୪୪ ବର୍ଷ ବୟସବର୍ଗଙ୍କୁ ଟୀକାକରଣ ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର : ଦ୍ରୁତଗତିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟୀକାକରଣକୁ ତ୍ୱରାନ୍ୱିତ କରିବା ପାଇଁ ୧୮-୪୪ ବର୍ଷ ବୟସବର୍ଗଙ୍କୁ ଘରୋଇ ହସ୍ପିଟାଲରେ ଟୀକାକରଣ ପାଇଁ ଅନୁମତି ମିଳିଛି । କୋଭାକ୍ସିନ ଓ କୋଭାଲସିଲ୍ଡ ଟୀକା ଲୋକଙ୍କୁ ମାଗଣାରେ ଦିଆଯାଉଛି । କିନ୍ତୁ ଘରୋଇ ହସ୍ପିଟାଲରେ…

ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…

ଲକଡାଉନକୁ ନେଇ କ’ଣ କହିଲେ କମିଶନରେଟ ପୋଲିସ, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ବୁଧବାର ଠାରୁ ଓଡ଼ିଶାରେ ଲକଡାଉନ ଆରମ୍ଭ ହେବାକୁ ଥିବାବେଳେ ଦୋକାନ ଆଗରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ଦୃଷ୍ଟିରେ ରଖି ଦୋକାନ ଆଗରେ ଅଯଥା ଗହଳି ନକରିବାକୁ ଅପିଲ କରିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ଯେ ଲକଡାଉନ୍…

ରେକର୍ଡ ଭାଙ୍ଗୁଛି ସଂକ୍ରମଣ, ଓଡ଼ିଶାରେ ୧୦ ହଜାର ଡେଇଁଲା ଦୈନିକ ଆକ୍ରାନ୍ତ ମାମଲା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୧୦ ହଜାରରୁ ଅଧିକ ଆକ୍ରାନ୍ତ। https://twitter.com/IPR_Odisha/status/1388320541723955203?s=19 କ୍ୱାରେଣ୍ଟାଇନରୁ ୫୮୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨୬ଟି । ଆଜି…