Latest Odisha News
Browsing Tag

odisha

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସମବେଦନା ପ୍ରକାଶ କରିଛନ୍ତି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ…

ରାଜ୍ୟରେ ବଢିବାରେ ଲାଗିଛି ଡେଙ୍ଗୁ ସଂଖ୍ଯା, ଖୋର୍ଦ୍ଧା… 

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା।। ଡେଙ୍ଗୁ ସଂଖ୍ୟା ଖୋର୍ଦ୍ଧାରେ ଅଧିକ ରହିଛି। ସର୍ଭେ ରିପୋର୍ଟ ଆଧାରରେ ଏନେଇ ମାନିଲେ ସ୍ବାସ୍ଥ୍ୟମନ୍ତ୍ରୀ। ସୂଚନା ଅନୁଯାୟୀ, ସମଗ୍ର ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ ହଜାର ପାଖାପାଖି ଅଛି। ଭୁବନେଶ୍ବରରେ ଅଧିକ ଡେଙ୍ଗୁ ରୋଗୀ…

ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର), ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି,…

ବର୍ଷା ଓ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ୟେଲୋ ସତର୍କତା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ୟେଲୋ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି-…

ଚିତ୍ରୋତ୍ପଳା ନଦୀକୁ ଡେଇଁଲେ ମା’ ଓ ପୁଅ

ସାଲେପୁର: କଟକ ସାଲେପୁରରେ ଘଟିଯାଇଛି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ, ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ି‌ଛନ୍ତି। ସେମାନଙ୍କ ଘର ନେମାଳ ଅଞ୍ଚଳରେ ହୋଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ପୁଅର ମୃତଦେହ ନଦୀରୁ ଉଦ୍ଧାର କରିଥିବା ବେଳେ ମା’ର ସନ୍ଧାନ…

ବର୍ଷା ଓ ବଜ୍ରପାତ ନେଇ ଓଡିଶାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳବାର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ…

୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୪ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ପୁରୀ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ…

୭୮ତମ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ଵର: ଆଉ ଦିନକେଇଟା ପରେ ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ । ଚଳିତବର୍ଷ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ। ସେହିପରି ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ଯଥାକ୍ରମେ ନୂଆପଡ଼ା ଓ କଟକରେ ପତାକା…

ବଜ୍ରାଘାତରେ ଚାଲିଗଲା ୩ ଜୀବନ, ଜଣେ ଆହତ

ଭୁବନେଶ୍ୱର: ବାଲେଶ୍ୱର ଓ କଟକ ଜିଲ୍ଲାରେ ଶନିବାର ଦୁଇଟି ଭିନ୍ନ ଭିନ୍ନ ବଜ୍ରପାତରେ ଅତି କମରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନାନୁସାରେ, ବାଲେଶ୍ୱର ଜିଲ୍ଲାର ସୋରୋ ଥାନା ଅନ୍ତର୍ଗତ ରାଇପିତାମ୍ବର ଗ୍ରାମରେ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ…

୯ ଜିଲ୍ଲାରେ ୩ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡିଶାର ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ, ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜିଲ୍ଲା ଗୁଡିକ…