ରାଜ୍ୟରେ ରେକର୍ଡ ଭାଙ୍ଗୁଛି ସଂକ୍ରମଣ, ୮୩୮୬ ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୮ ହଜାର ଟପିବା ସହ ରେକର୍ଡ ଭାଙ୍ଗିଛି। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୮ ହଜାର ୩୮୬ ନୂଆ ଆକ୍ରାନ୍ତ।
କ୍ୱାରେଣ୍ଟାଇନରୁ ୪୭୮୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬୦୫ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…