Latest Odisha News

BREAKING NEWS

Browsing Tag

odisha

ଜାନୁଆରୀ ୩୦ ସୁଦ୍ଧା ଓଡ଼ିଶାକୁ ମିଳିପାରେ କରୋନା ଟିକା

ଭୁବନେଶ୍ୱର: ଜାନୁଆରୀ ୩୦ ସୁଦ୍ଧା କୋଭିଡ-୧୯ ଟିକା ଓଡିଶାରେ ପହଞ୍ଚିବାର ସମ୍ଭାବନା ଥିବା ନେଇ ସୋମବାର ଦିନ କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଏସମ୍ପର୍କରେ ଶ୍ରୀ ଦାସ କହିଛନ୍ତି ଯେ ପ୍ରୋଟୋକଲ ଅନୁଯାୟୀ ରାଜ୍ୟରେ ପ୍ରଥମ ଡୋଜ ଆଗଧାଡିର ସ୍ୱାସ୍ଥ୍ୟ କର୍ମୀ ତଥା ଡାକ୍ତରଙ୍କ ଭଳି…

 ନଅ ମାସ ପରେ ଖୋଲିବ ନୃସିଂହନାଥ ମନ୍ଦିର

ପାଇକମାଲ: ଚଳିତ ମାସ ୬ ତାରିଖରୁ ନୃସିଂହନାଥ ମନ୍ଦିର ଖୋଲିବ । ଗନ୍ଧମାର୍ଦ୍ଦନ ପାଦ ଦେଶରେ ଥିବା ନୃସିଂହନାଥ ମନ୍ଦିର ଦୀର୍ଘ ନଅ ମାସ ହେଲା ବନ୍ଦ ରହିବା ପରେ ଖୋଲିବା ପାଇଁ ନିଷ୍ପତ୍ତି ନିଆ ଯାଇଛି। ପ୍ରଥମେ ସାତଦିନ ବରଗଡ଼ ଜିଲ୍ଲାର ଲୋକଙ୍କ ଦର୍ଶନ ପାଇଁ ଅନୁମତି ମିଳିବ। ଏଥିପାଇଁ କୋଭିଡ…

୬ ଜିଲ୍ଲାରେ ଘନ କୁହୁଡି, ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଓଡିଶାର ୬ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହେବା ନେଇ ଶନିବାର ଦିନ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜାନୁଆରୀ ୩ ଓ ୪ ତାରିଖ ଦିନ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦ୍ରାପଡା…

ଜାନୁଆରୀ ୩୧ ଯାଏଁ ଜାରି ରହିବ ଶୀତ ଲହରୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ପ୍ରବଳ ଥଣ୍ଡାରେ ଜନସାଧାରଣ ଅସ୍ତବ୍ୟସ୍ତ ହେଉଥିବା ବେଳେ ଜାନୁଆରୀ ୩୧ ଯାଏଁ ପାଣିପାଗ ସ୍ଥିତିରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଶେଷଜ୍ଞ ଭୁବନେଶ୍ୱର ଉମା ଶଙ୍କର…

ଓଡ଼ିଶାରୁ ନୂଆ ୩୫୮ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୫୮ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୫ ହଜାର ୫୦୫ରେ ପହଞ୍ଚିଛି। https://twitter.com/IPR_Odisha/status/1339806845691576321?s=19 ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା…

କୋଭିଡ ପରିଚାଳନା: ଏସବିଆଇର ଅଧ୍ୟୟନ ଅନୁଯାୟୀ ଚତୁର୍ଥ ସ୍ଥାନରେ ଓଡିଶା

ଭୁବନେଶ୍ୱର: କୋଭିଡ ପରିଚାଳନା କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ ସ୍ଥାନରେ ରହିଛି । ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ଅନୁସନ୍ଧାନ ୱିଙ୍ଗ ଦ୍ୱାରା ହୋଇଥିବା ଏକ ଅଧ୍ୟୟନ ଏହି ରିପୋର୍ଟ ଦେଇଛି । ଅଧ୍ୟୟନ ଏପ୍ରିଲରୁ ନଭେମ୍ବର ମଧ୍ୟରେ ମାସିକ ତଥ୍ୟ ସହିତ ଦୁଇ ପର୍ଯ୍ୟାୟ ଗାଣିତିକ ମଡେଲ୍…

ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ଦିଆଯାଇଛି କ୍ଷମତା

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ଖୋଲିବା ନେଇ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ପରେ ଏବେ ରାଜ୍ୟର ଅନ୍ୟ ପ୍ରମୁଖ ମନ୍ଦିର ଖୋଲିବା ନେଇ ଆଶା ସଞ୍ଚାର ହୋଇଛି । ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ । ସେମାନଙ୍କୁ ରାଜ୍ୟ ସରକାର କ୍ଷମତା ଦେଇଛନ୍ତି । ଆଜି ଏନେଇ…

ଯକ୍ଷ୍ମା ବିରୋଧରେ ଓଡ଼ିଶାର ଜୋରଦାର ଲଢେଇ, ଶ୍ରେଷ୍ଠ ଦୁଇ ରାଜ୍ୟ ମଧ୍ୟରେ ପାଇଲା ସ୍ଥାନ

ପ୍ରତିଦିନ ଯକ୍ଷ୍ମା ରୋଗ ଦ୍ବାରା ଭାରତରେ ଏକ ହଜାରରୁ ଅଧିକ ଲୋକ ମୃତ୍ୟୁବରଣ କରିଥାନ୍ତି । ତେଣୁ ଯକ୍ଷ୍ମାର ନିୟନ୍ତ୍ରଣ ଭାରତବର୍ଷରେ ଅନ୍ୟତମ ଏକ ପ୍ରମୁଖ ଆହ୍ବାନ ପାଲଟିଛି । ଜାତୀୟ ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବ୍ୟାପୀ ବିଭିନ୍ନ ପଦକ୍ଷେପ ନିଆଯାଉଛି । ୨୦୨୫ ସୁଦ୍ଧା…

ଓଡିଶା କ୍ରମଶଃ ଇତିହାସ ଚର୍ଚ୍ଚାର ଶ୍ମଶାନଭୂମି ପାଲଟି ଯାଉଛି କି?

କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ ଇତିହାସଠାରେ ଲେଖା ହୁଏନାହିଁ, ଏହା ନିରନ୍ତର ଲେଖା ହେଉଥାଏ। ଇତିହାସ ରଚନା ପ୍ରକ୍ରିୟା ବିଷୟରେ ସବୁଠୁ ଅଧିକ ଚର୍ଚ୍ଚାରେ ରହିଥିବା ଗୋଟେ ବହି ଅଛି, ଯାହାର ଶୀର୍ଷକ ହେଉଛି- ହ୍ଵାଟ ଇଜ ହିଷ୍ଟ୍ରି । ଏହାର ଲେଖକ ଇ.ଏଚ.କାର (What is History…

ଓଡ଼ିଶାରୁ ସୁସ୍ଥ ହେଲେ ୫୭୦ କରୋନା ରୋଗୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୭୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…