Latest Odisha News

BREAKING NEWS

Browsing Tag

odisha

ଓଡିଶାରେ ଅକ୍ଷୟ ଶକ୍ତିକୁ ପ୍ରୋତ୍ସାହିତ ନିମନ୍ତେ ଓସିଏଫ୍ ଏବଂ ଅଟଳ ଇନକ୍ୟୁବେସନ ସେଣ୍ଟର ନାଳନ୍ଦା ମଧ୍ୟରେ ଏମ୍‌ଓୟୁ…

ଭୁବନେଶ୍ୱର: ଓଡିଶାରେ ଅକ୍ଷୟ ଶକ୍ତିକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏବଂ ଏହି କ୍ଷେତ୍ରରେ ଉଦ୍ୟୋଗିତା ପରିସର ପ୍ରସାର କରିବା ସହିତ ଯୁବ ଉଦ୍ୟୋଗୀମାନଙ୍କୁ ଏକ ନୂତନ ଦିଗ ପ୍ରଦାନ କରିବା ପାଇଁ ଓଡିଶା କର୍ପୋରେଟ୍ ଫାଉଣ୍ଡେସନ୍ ଏବଂ ଅଟଳ ଇନକ୍ୟୁବେସନ ସେଣ୍ଟର ନାଳନ୍ଦା ମଧ୍ୟରେ ଆଜି ଏକ…

ଭୁବନେଶ୍ୱରରେ ଆରୋଗ୍ୟଙ୍କ ସଂଖ୍ୟା ୩୦ ହଜାର ଟପିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ…

ଓଡ଼ିଶାରୁ ଆଉ ୮୦୨ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୦୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ମୋଟ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୪୯କୁ ବୃଦ୍ଧି ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ…

ଓଡ଼ିଶାରୁ ଆଉ ୯୦୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ୮୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ପଜିଟିଭ୍ କେସ୍ ଛଅ ଶହ ତଳେ ରହିଛି ।…

ଓଡ଼ିଶାରୁ ଆଉ ୬୪୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୪୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ଅଛନ୍ତି…

ସୁନ୍ଦରଗଡ଼ ଜିଲ୍ଳାରୁ ସର୍ବାଧିକ ୯୨ ସୁସ୍ଥ, ଆଜି ମୋଟ ଆରୋଗ୍ୟ ୯୦୫

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୯୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1330503597092724740?s=19 ଉଲ୍ଲେଖଯୋଗ୍ୟ, ଓଡିଶାରେ…

ତିନିଦିନିଆ ଓଡିଶା ଗସ୍ତରେ ଆରଏସଏସର ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର: ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଆରଏସଏସର ମୁଖ୍ୟ ମୋହନ ଭାଗବତ। କରୋନା ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କ୍ଷେତ୍ର ସ୍ତରରେ ଅନୁଷ୍ଠିତ ହେଉଛି । ପୂର୍ବକ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ବୈଠକ…

ଓଡିଶାରୁ ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1330144585817976838?s=19 ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୩ ହଜାର ୮୯୭ରେ ପହଞ୍ଚିଛି। https://twitter.com/HFWOdisha/status/1329798203009495043?s=19 ଏନେଇ ରାଜ୍ୟ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୦୧୯ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। https://twitter.com/HFWOdisha/status/1329417168543354880?s=19 ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।…