ଭୁବନେଶ୍ୱରରେ ଆରୋଗ୍ୟଙ୍କ ସଂଖ୍ୟା ୩୦ ହଜାର ଟପିଲା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେଥିମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ…