Latest Odisha News

BREAKING NEWS

Browsing Tag

odisha

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୯୭ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୯୭ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଉଲ୍ଲେଖଯୋଗ୍ୟ, ଓଡିଶାରେ ୩,୦୯,୪୦୮ କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୯୯,୧୫୯ ଜଣ ଆରୋଗ୍ୟ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୩୪୬ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୩୪୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ମାଲକାନଗିରି ଜିଲ୍ଲାପାଳଙ୍କୁ ଧରିଲା ପୋଲିସ

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଦେବ ନାରାୟଣ ପଣ୍ଡାଙ୍କ ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ରବିବାର ଦିନ ଜିଲ୍ଲାପାଳ ମନିଷ ଅଗ୍ରୱାଲ ଓ ୪ ଜଣ କର୍ମଚାରୀଙ୍କ ବିରୋଧରେ ଏକ ମାମଲା କରୁଛି । ଏସଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶ ପରେ ପୋଲିସ…

ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡିଶା ଡିଜିପି ଅଭୟ ରବିବାର ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । https://twitter.com/DGPOdisha/status/1327907631466332160?s=19 ୧୯୬୬ ବ୍ୟାଚର ଏହି…

ଅଲୌକିକ ନାଗାର୍ଜୁନ ପରମ୍ପରା

ଦ୍ୱାପର ଯୁଗରେ ଭଗବାନ ଶ୍ରୀକୃଷ୍ଣଙ୍କ ଶିକ୍ଷାଗୁରୁ ସନ୍ଦିପନୀଙ୍କ ପତ୍ନୀଙ୍କୁ ଗୁରୁଦକ୍ଷିଣା ସ୍ୱରୂପ ତାଙ୍କର ମୃତ ପଂଚପୁତ୍ରଙ୍କୁ ଯମପୁରରୁ ଫେରାଇ ଆଣିବା ପାଇଁ ପ୍ରତିଜ୍ଞାବଦ୍ଧ ହୋଇଥିଲେ। ଏଥିପାଇଁ ଶ୍ରୀକୃଷ୍ଣ ଯମପୁରକୁ ଯାଇ ଯମରାଜାଙ୍କୁ ସନ୍ଦିପନୀଙ୍କ ପଂଚପୁତ୍ରଙ୍କର ପ୍ରାଣ ଭିକ୍ଷା…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୭୧ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରୁ ପ୍ରାୟ ୧୨୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଯାହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨,୯୬,୫୧୬ରେ ପହଞ୍ଚିଛି । କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି?…

ଓଡିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୫ଶହ ଟପିଲା

ଭୁବନେଶ୍ୱର: ଓଡିଶାରେ ଆଉ ୧୫ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୩, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୨, ପୁରୀରୁ ୧…

ଓଡ଼ିଶାରେ‌ ପ୍ରତିଷ୍ଠା କରାଯିବ ୪ ଗୋଟି ବାଣିଜ୍ୟିକ କୋର୍ଟ

ଭୁବନେଶ୍ୱର: ଓଡ଼ିଶାରେ‌ ୪ ଗୋଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା କରାଯିବା ନେଇ ସୂଚନା ମିଳିଛି। ବାଣିଜ୍ୟିକ ମାମଲା ଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲକୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ର ଉପଧାରା (୧)ର କ୍ଷମତା ପ୍ରୟୋଗକରି ଧାରା ୧୦…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୬୪ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୪୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୨୪୬ ଜଣଙ୍କ ମଧ୍ୟରୁ ୧୬୧ ଜଣ ଖୋର୍ଦ୍ଧା, ୧୧୦ ଜଣ ଅନୁଗୁଳ, ୭୯ ଜଣ ସୁନ୍ଦରଗଡରୁ, ବାଲେଶ୍ୱର ଓ…

ଓଡିଶା ପୋଲିସର ୭୦୦ ଅଧିକାରୀ ଦେଲେଣି ପ୍ଲାଜମା

ଭୁବନେଶ୍ୱର: ଓଡିଶା ପୋଲିସର ୭୦୦ ଜଣ କୋଭିଡ ଯୋଦ୍ଧା ଏଯାବତ୍ ପ୍ରଦାନ କରିଛନ୍ତି ପ୍ଲାଜମା । ସୂଚନା ଅନୁଯାୟୀ, କଟକ ସ୍ଥିତ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ, ରାଉରକେଲା ଆଇଜିଏଚ୍‌, ବୁର୍ଲା ଭିମସାର୍‌, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌, ଭୁବନେଶ୍ୱରର…