Latest Odisha News

BREAKING NEWS

Browsing Tag

odisha

ଏବେ ଅଙ୍ଗନବାଡି କେନ୍ଦ୍ରରେ ପିଲା ଖାଇବେ ଚୂନା ମାଛ

ଭୁବନେଶ୍ୱର: ଏଣିକି ଅଙ୍ଗନବାଡି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୂନା ମାଛ । ୩ ରୁ ୬ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତୀ ମହିଳା ଏବଂ କିଶୋରୀଙ୍କୁ ଏଣିକି ଚୂନା ମାଛ ମିଳିବ। ପାଇଲଟ୍ ପ୍ରକଳ୍ପରେ ମୟୂରଭଞ୍ଜ ଜିଲ୍ଲାରେ ଯୋଜନା ଆରମ୍ଭ କରାଯିବ। ଏହି ପାଇଲଟ୍ ପ୍ରକଳ୍ପ ସଫଳ ହେଲେ ଜିଲ୍ଲାର…

କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବା ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ଅନୁଷ୍ଠିତ ହେବ। ଏସମ୍ପର୍କରେ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ କୋଭିଡ-୧୯…

୭ମ ରାଉଣ୍ଡ: ବାଲେଶ୍ୱରରେ ଆଗକୁ ବଢ଼ିଲା ପଦ୍ମ

ବାଲେଶ୍ୱର: ବିଜେଡିକୁ ପଛର ପକାଇଲା ବିଜେପି । ବାଲେଶ୍ୱର ସଦରରେ ବିଜେଡିକୁ ୭ମ ରାଉଣ୍ଡରେ ବି ପଛରେ ପକାଇଲା ବିଜେପି । ୭ମ ରାଉଣ୍ଡ ସୁଦ୍ଧା ବିଜେପିର ମାନସ ଦତ୍ତ ୪୮ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି । ବିଜେପି ୩୨୩୬ ଭୋଟରେ ଆଗୁଆ ଥିବା ବେଳେ ବିଜେଡି କୁ ୩୧୮୮ ଭୋଟ ମିଳିଛି ।

ଓଡିଶାରୁ ସୁସ୍ଥ ହେଲେ ଆଉ ୧୫୨୧ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫୨୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଉଲ୍ଲେଖଯୋଗ୍ୟ,  ବର୍ତ୍ତମାନ ସୁଦ୍ଧା ୩,୦୨,୭୯୩ଟି ମାମଲା ରହିଥିବା ବେଳେ ମୋଟ୍ ୨,୮୯,୬୮୯ ଜଣ ଆରୋଗ୍ୟ ଲାଭ…

ଏ ଓଡିଶାକୁ ଉଜାଡି ଦେଲା କିଏ?

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଓଡିଶା ପ୍ରାକୃତିକ ପ୍ରାଚୁର୍ଯ୍ୟରେ ପରିପୂର୍ଣ୍ଣ । ଅଥଚ ଆମ ରାଜ୍ୟ ଦରିଦ୍ର, ଅନଗ୍ରସର, ପଛୁଆ – ଏଇ କଥା ଶୁଣି ଶୁଣି କାନ ତାବ୍‌ଦା ହୋଇଗଲାଣି । ସମସ୍ତେ କାନ୍ଦୁଛନ୍ତି, କିନ୍ତୁ କାହା ଆଖିରୁ ଲୁହ ବୁନ୍ଦେ ବହୁ ନାହିଁ । କୁମ୍ଭୀର କାନ୍ଦଣା…

ଫୁଲବାଣୀରେ ଶୀତର ପହିଲି ଛୁଆଁ

ଫୁଲବାଣୀ: ଶୀତୁଆ ସକାଳ କାକରର ପହିଲି ସ୍ପର୍ଶ । ଫୁଲବାଣୀ ଛୁଇଁଛି ଶୀତ । ଚାରିଆଡ଼େ କୁହୁଡିର ଚାଦର । ସୂର୍ଯ୍ୟର ହାଲକା କିରଣ ଆଉ ଘାସ ଗାଲିଚା ଉପରେ ମୁକ୍ତାର ଭ୍ରମ ସୃଷ୍ଟି କରୁଛି କାକର ଟୋପା । ପ୍ରାକୃତିକ ମନୋରମ ପରିବେଶ ଭିତରେ ଶୀତୁଆ ସକାଳର ମଜା ନେଉଛନ୍ତି ଲୋକେ । ଦାର୍ଜିଲିଂ ର…

ରାଜ୍ୟ ସ୍ତରୀୟ ଆଇନ ସାକ୍ଷରତା ଉତ୍ସବ ଆୟୋଜିତ; ଘରେ ବସି ଭାଗ ନେଇପାରିବେ ପ୍ରତିଯୋଗୀ

ଭୁବନେଶ୍ୱର: ଚଳିତ ଥର ନଭେମ୍ବର ୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଜାତୀୟ ଆଇନ ସେବା ଦିବସ । ଏହି ଅବସରରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ଦ୍ୱାରା ଏକ ରାଜ୍ୟ ସ୍ତରୀୟ ଆଇନ ସାକ୍ଷରତା ଉତ୍ସବ ଆୟୋଜିତ କରାଯିବ । ସୂଚନା ଅନୁଯାୟୀ, ରାଜ୍ୟର ୩୦ଟି ଜିଲ୍ଲା ମଧ୍ୟରେ କାର୍ଯ୍ୟକାରୀ ହେଉଥିବା…

ପୁଣି କରୋନା ନେଲା ଜୀବନ, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ମିଟର । ହେଲେ କମୁନି ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୧୦ରୁ ଅଧିକ ସଂକ୍ରମିତଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ…

ରାଜ୍ୟରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା । ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ପଜିଟିଭ ସଂଖ୍ୟା କମୁଛି । କମ୍ ସଂଖ୍ୟକ କରୋନା ଚିହ୍ନଟ ହେଉଥିଲେ ମଧ୍ୟ ଆଜି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୧୪୦ରେ…

ଓଡିଶାରେ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୯୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…