୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ବର୍ଷିବ
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୪ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ପୁରୀ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ…