Latest Odisha News

BREAKING NEWS

Browsing Tag

odisha

ଓଡ଼ିଶା ଜଙ୍ଗଲରେ ଘୁରି ବୁଲୁଛି ବିରଳ କଳା ବାଘ

ଭୁବନେଶ୍ୱର: ଓଡ଼ିଶା ଜଙ୍ଗଲରେ ଘୁରି ବୁଲୁଛି ବିରଳ କଳା ବାଘ । ଏହି ବାଘ ଶରୀରରେ କଳା କଳା ପଟା ରହିଛି। ଏହି ବିରଳ ବାଘର ଫଟୋ ଚିତ୍ର ଏବେ କ୍ୟାମେରାରେ କଏଦ୍ ହୋଇଛି । ବୈଜ୍ଞାନିକଙ୍କ କହିବାନୁଯାୟୀ, ରାଜ୍ୟରେ ଏହିଭଳି କଳା ବାଘ ସଂଖ୍ୟା ୭-୮ ରହିଛି। ଦୁନିଆର କଳା ବାଘ ଜନସଂଖ୍ୟାର ୭୦…

ଜେସିବିକୁ ଧକ୍କା ଦେଲା କାର୍‌, ଜଣେ ମୃତ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ ଅର୍ଜୁନପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟେଲିଫୋନ ମରାମତି ପାଇଁ ରାସ୍ତା କଡରେ ଛିଡା ହୋଇଥିବା ଜେସିବିକୁ ଏକ କାର୍ ଧକ୍କା ଦେଇଥିଲେ। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ…

ଓଡିଶା ପୋଲିସର ୬୦୦ ଅଧିକାରୀ ଦେଲେଣି ପ୍ଲାଜମା

ଭୁବନେଶ୍ୱର: ଓଡିଶା ପୋଲିସର ୬୦୦ ଜଣ କୋଭିଡ ଯୋଦ୍ଧା ଏଯାବତ୍ ପ୍ରଦାନ କରିଛନ୍ତି ପ୍ଲାଜମା ଦାନ। ସୂଚନା ଅନୁଯାୟୀ, କଟକ ସ୍ଥିତ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ, ରାଉରକେଲା ଆଇଜିଏଚ୍‌, ବୁର୍ଲା ଭିମସାର୍‌, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌, ଭୁବନେଶ୍ୱରର…

ଟିକା ପାଇଁ ନାଁ ଦେଲେଣି ୯୮% ସ୍ୱାସ୍ଥ୍ୟ ଓ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ୱର: କରୋନା ଟିକା ପାଇଁ ଏଯାଏଁ ୯୮ ପ୍ରତିଶତ ସ୍ୱାସ୍ଥ୍ୟ କର୍ମୀ ଓ ଅଙ୍ଗନବାଡି କର୍ମୀ ତଥ୍ୟ ଦେଲେଣି । ଟିକା ପାଇଁ ସ୍ୱାସ୍ଥ୍ୟ ଓ ଅଙ୍ଗନବାଡ଼ି କର୍ମୀଙ୍କ ଡାଟା ଆହ୍ୱାନ ପ୍ରସଙ୍ଗରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ରାଜ୍ୟରେ…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପାଇଁ ନୋ ଫିସିଂ ଜୋନ୍ ଘୋଷଣା

କେନ୍ଦ୍ରାପଡ଼ା: ବିରଳ ଅଲିଭ୍‌ ରିଡଲେ କଇଁଛଙ୍କ ଗଣ ଅଣ୍ତାଦାନ ଋତୁ ଆରମ୍ଭ ହେଉଛି । ଏହାକପ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅନ୍ତର୍ଗତ ଗହୀରମଥାରେ ମାଛଧରା ଆଜିଠାରୁ ଉପରେ କଟକଣା ଜାରି ହୋଇଛି । ଆଗାମୀ ୭ ମାସ ପାଇଁ କଟକଣା ବଳବତ୍ତର ରହିବ । ମେ ୩୧ ପର୍ୟ୍ୟନ୍ତ ମାଛଧରା ଉପରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1322527655892189184?s=19…

ପବିତ୍ର ‘କୁମାର ପୂର୍ଣ୍ଣିମା’ ଅବସରରେ ସାରା ଓଡିଶା ଉତ୍ସବମୁଖର

ଭୁବନେଶ୍ୱର: ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର କୁମାର ପୂର୍ଣ୍ଣିମା। ଏହି କୁମାର ପୂର୍ଣ୍ଣିମା ଅବସରରରେ ଗାଁ ଠାରୁ ସହର ସବୁଠି ଚଳଚଞ୍ଚଳ ଓ ଉତ୍ସବମୁଖର ପରିବେଶ ଲାଗିରହିଛି । କୁମାରୀ ମାନଙ୍କ ପାଇଁ ଏହା ଏକ ବଡ ଉତ୍ସବର ଦିନ ହୋଇଥାଏ। ଆଜିର…

ଓଡିଶାରେ ୧୫୪୭ ନୂଆ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

କାର୍ତ୍ତିକ ଆରମ୍ଭ ନହେଉଣୁ ଶୀତ: ୪ଟି ସହରର ୧୫ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର: ମୌସୁମୀ ଓଡ଼ିଶା ଛାଡ଼ିବା ଓ ବର୍ଷା କମିବା ପରେ ପରେ ଅନୁଭୂତ ହେଲାଣି ଶୀତ । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିରେ ଥଣ୍ଡା ସାମାନ୍ୟ ବଢିଛି । ରାଜ୍ୟର ଚାରିଟି ଜିଲ୍ଲା ସୋନପୁର, ଅନୁଗୁଳ, କନ୍ଧମାଳ ଓ କୋରାପୁଟର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସରୁ…

ମୌସୁମୀ ଫେରିବା ପରେ ରାଜ୍ୟରେ ଶୀତ ଅନୁଭୂତ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଶୀତ । କନ୍ଧମାଳ ଜିଲ୍ଲାରେ ଥାଣ୍ଡା ସାଙ୍ଗକୁ କୁହୁଡ଼ି ଦେଖିବାକୁ ମିଳିଛି । ଫୁଲବାଣୀ ସମେତ ଦାରିଙ୍ଗବାଡ଼ି, ଜି. ଉଦୟଗିରି, ରାଇକିଆ ଆଦି ଅଞ୍ଚଳରେ ସାମାନ୍ୟ ଶୀତ ଅନୁଭୂତ କଲେଣି ଲୋକ । ଗତକାଲି…