Latest Odisha News

BREAKING NEWS

Browsing Tag

odisha

ସମୟ ପୂର୍ବରୁ ଖୋଲିଲା ଅପରାଜିତାଙ୍କ ଅଫିସ, ସାଂସଦ କହିଲେ, ସିଲ୍ କରିବା ବେଆଇନ୍‌

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟ ପୂର୍ବରୁ ଖୋଲିଲା ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସ୍ । କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ବିଏମ୍‌ସି ତାଙ୍କ ଅଫିସକୁ ୧୫ ଦିନ ପାଇଁ ସିଲ୍ କରିଥିଲା । ହେଲେ ଆଜି ହଠାତ ତାଙ୍କ ଅଫିସକୁ ବିଏମ୍‌ସି ଖୋଲିଛି । ସେପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧,୧୨୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୨୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୪, କଟକରୁ ୨, ଜଗତସିଂହପୁରରୁ…

ଓଡିଶାରୁ ୨୧୯୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ ହଜାର ୩୪୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୦୪ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ଭଦ୍ରକରୁ ୧, ବରଗଡରୁ ୧, କଟକରୁ ୨, ଜଗତସିଂହପୁରରୁ ୧,…

ବଡ ବନ୍ୟା ଆଶଙ୍କା ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର: ଅବପାତ ଜନିତ ବର୍ଷା ଯୋଗୁଁ ରାଜ୍ୟରେ ବଡ ବନ୍ୟାର ଆଶଙ୍କା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି । ବର୍ଷା ପ୍ରଭାବରେ ଗଜପତି ଓ ଗଂଜାମ ଜିଲ୍ଲାରେ କିଛି ମାତ୍ରାରେ କ୍ଷୟ କ୍ଷତି ହୋଇଛି । ଗଭୀର ଅବପାତ, ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବ…

ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ୨,୬୦୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୩ ହେଉଛି ଲୋକାଲ୍ କେସ୍‌। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି ।…

ମିଶନ ୨୫୦୦୦!!

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନର ୧୭ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୫ଟି ଜିଲ୍ଲାରେ ୩,୧୪,୨୪,୫୬୮ ଟଙ୍କା ମୂଲ୍ୟ ବିନିମୟରେ ୨୩୬ଟି ସ୍କୁଲ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏକ ଭର୍ଚୁଆଲ୍ ମୋଡରେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ…

ଦକ୍ଷିଣ ଓଡ଼ିଶାରେ ବର୍ଷୁଛି, ଟୁଇନ୍ ସିଟିକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଡିପ୍ ଡିପ୍ରେସନର ରୂପ ନେଇ ଉତ୍ତର ଆନ୍ଧ୍ରପ୍ରଦେଶର କାକିନାଡା ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଜାରି ରହିଛି ବର୍ଷା । ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷୁଛି । କିଛି ସ୍ଥାନରେ ପ୍ରବଳରୁ ଅତି…

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ,…

ନିର୍ବାହୀ ଯନ୍ତ୍ରୀଙ୍କୁ ଅପହରଣ ଘଟଣା, ୮ ଗିରଫ

ଝାରସୁଗୁଡା: ଝାରସୁଗୁଡା ଗ୍ରାମ୍ର ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜ ପଟ୍ଟନାୟକଙ୍କୁ ଅପହରଣ ଘଟଣାରେ ୮ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଝାରସୁଗୁଡ଼ା ଆର ଡବ୍ଲୁ କଲୋନିର ଶିବ ତାଣ୍ଡି, ଟିଟିଲାଗଡ଼ ଥାନା ଅନ୍ତର୍ଗତ ବିଟାବନ୍ଧର ପଙ୍କଜ ବାଗ, ଟିଟିଲାଗଡ଼…