Latest Odisha News
Browsing Tag

odisha

ରାଜ୍ୟରେ ବାତ୍ୟା ନିରୋଧକ ବିଦ୍ୟୁତ ବ୍ୟବସ୍ଥା; ପ୍ରଥମ ପର୍ଯ୍ୟାୟରେ ଏହି ୪ଟି ଜିଲ୍ଲାରେ ହେବ କାର୍ଯ୍ୟ

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ବିଶେଷ କରି ବାତ୍ୟା ଯୋଗୁଁ ଓଡ଼ିଶାରେ ବିଦ୍ୟୁତ ବ୍ୟବସ୍ଥା ଓ ଭିତ୍ତିିଭୂମିର ଅତିମାତ୍ରାରେ କ୍ଷତି ଘଟିଥାଏ । ବାତ୍ୟା ସମୟରେ ବିଦ୍ୟୁତ ବ୍ୟବସ୍ଥାର କିପରି କୌଣସି ବ୍ୟାଘାତ ନ’ଘଟିବ ସେଥିଲାଗି ରାଜ୍ୟ ସରକାର ଦୃଢ ପଦକ୍ଷେପ ନେବାକୁ ନିଷ୍ପତ୍ତି ଗ୍ରହଣ…

ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଆଜି ରାତିରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବ ସେହି ଜିଲ୍ଲା…

କରୋନା ମହାମାରୀ: ଏକାଠି ହେଲେ ୧୩ ବିରୋଧି ରାଜନୈତିକ ଦଳ, ଜୁନ୍ ୨୬ରେ ରାଜ୍ୟସ୍ତରୀୟ ପ୍ରତିବାଦ ସଭା

ଭୁବନେଶ୍ୱର: କରୋନା ମହାମାରୀ ପରିଚାଳନାରେ ବିଫଳତା ଏବଂ ଲୋକଙ୍କ ଜୀବନ ଜୀବିକା ସୁରକ୍ଷା ଦାବିନେଇ ଏକାଠି ହୋଇଛନ୍ତି ରାଜ୍ୟର ୧୩ଟି ବିରୋଧି ରାଜନୈତିକ ଦଳ । ଆସନ୍ତା ଜୁନ୍ ୨୬ ତାରିଖରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜ୍ୟସ୍ତରୀୟ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।…

ଓଡ଼ିଶା ସାଂସଦ ଭର୍ତ୍ତୃହରି ମହତାବ ପାଇବେ ‘୨୦୨୦ ସଂସଦ ରତ୍ନ ପୁରସ୍କାର’

ଚେନ୍ନାଇ: କଟକ ସାଂସଦ ଭର୍ତ୍ତୃହରି ମହତାବ ୨୦୨୦ ସଂସଦ ରତ୍ନ ପୁରସ୍କାର ପାଇବା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି । ଶ୍ରୀ ମହତାବଙ୍କ ସମେତ ଲୋକସଭାର ୮ଜଣ ସଦସ୍ୟ ଏବଂ ୨ଜଣ ରାଜ୍ୟସଭା ସଦସ୍ୟ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ୧୭ତମ ଲୋକସଭାର ପ୍ରଥମ ବର୍ଷ ଲାଗି ପ୍ରଦର୍ଶନକୁ…

ରାଜ୍ୟର ବର୍ତ୍ତମାନ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା

ଭୁବନେଶ୍ୱର: ବର୍ତ୍ତମାନ ଓଡ଼ିଶାର କୋଭିଡ-୧୯ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଦ୍ୟତମ ସୂଚନା ପ୍ରକାଶ କରିଛନ୍ତି । ରାଜ୍ୟରେ ଜୁନ୍ ୨୨ ତାରିଖ ସୁଦ୍ଧା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଛି । ସେଥିମଧ୍ୟରୁ ପୁରୁଷ ଆକ୍ରାନ୍ତ ୪୪୬୪ (୮୪.୨%)…

ରାଜ୍ୟରେ ସୁସ୍ଥ ହେଲେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭାରତ ସମେତ ସାରା ଓଡ଼ିଶାରେ ବଢି ଚାଲିଛି କରୋନା ରୋଗୀଙ୍କ ସଂଖ୍ୟା । ଏହି ପରିସ୍ଥିତିରେ ୧୮୬ କରୋନା ରୋଗୀ ସୁସ୍ଥ ହୋଇଥିବା ଯୋଗୁଁ ରବିବାର ରାଜ୍ୟ ଲାଗି ଖୁସି ଖବର ଆଣିଦେଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ।…

ସୂର୍ଯ୍ୟ ପରାଗ: ଓଡ଼ିଶାରେ ଆଂଶିକ ଦୃଶ୍ୟମାନ ହେଲା

ଭୁବନେଶ୍ୱର: ଆଜି ଭାରତର ବିଭିନ୍ନ ସ୍ଥାନରେ ଏହି ସୂର୍ଯ୍ୟ ପରାଗ ସ୍ପଷ୍ଟଭାବେ ଦୃଶ୍ୟମାନ ହୋଇଥିବାର ଖବର ମିଳିଛି । ଓଡ଼ିଶାରେ ରବିବାର ଦିନ ସୂର୍ଯ୍ୟପରାଗ ଆଂଶିକ ଭାବେ ଦୃଶ୍ୟମାନ ହୋଇଛି । ଓଡ଼ିଶାରେ ଏହି ସୂର୍ଯ୍ୟ ପରାଗ ଦିନ ୧୦ଟା ୩୭ରେ ଆରମ୍ଭ ହୋଇ ଦିନ ୨ଟା ୯ ମିନିଟରେ ଶେଷ ହୋଇଥିଲା ।…

ପାଲା ଜଗତର ପ୍ରତିଭାଦୀପ୍ତ ଗାୟକ: ଚନ୍ଦ୍ରଶେଖର ପାଢୀ

ବର୍ତ୍ତମାନ ସମୟରେ ଯେଉଁ କେତେଜଣ ପ୍ରତିଷ୍ଠିତ ଯୁବ ଗାୟକ ପାଲା ଜଗତକୁ ଆଚ୍ଛନ୍ନ କରି ରଖିଛନ୍ତି ସେମାନଙ୍କ ମଧ୍ୟରେ ଅନ୍ୟତମ ଚନ୍ଦ୍ରଶେଖର ପାଢୀ । ଆକର୍ଷଣୀୟ ଚେହେରା ସାଙ୍ଗକୁ ଉଚ୍ଚକୋଟୀର ଗାୟନ ଏବଂ ସଂସ୍କୃତରେ ପାରଦର୍ଶିତା ତାଙ୍କୁ ଅନ୍ୟମାନଙ୍କଠାରୁ ସ୍ୱତନ୍ତ୍ର କରିଛି । ୧୯୮୦ ମସିହା…

ଯାତ୍ରୀ ହେଉନ’ଥିବା ଯୋଗୁଁ ଚିନ୍ତାରେ ବସ୍ ମାଲିକ: ବନ୍ଦ କରିପାରନ୍ତି ସେବା

ଭୁବନେଶ୍ୱର: କରୋନା ମହାମାରୀ ଦ୍ରୁତଗତିରେ ବଢି ଚାଲିଥିବା ବେଳେ ଜନସାଧାରଣ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ଚେଷ୍ଟା କରୁଛନ୍ତି । ତେବେ କରୋନା ଭୂତାଣୁ ସଂକ୍ରମଣ ଭୟରେ ମଧ୍ୟ ସାଧାରଣ ଯାତ୍ରୀ ବସରେ ଯାତ୍ରା କରିବାକୁ ପସନ୍ଦ କରୁନାହାନ୍ତି । କ୍ଷତି ସହୁଛନ୍ତି ବସ୍ ମାଲିକ । ତେଣୁ ଘରୋଇ…

ବୌଦ୍ଧିକତା ଓ ଓଡ଼ିଶା

ଠିକ ଯେପରି ଏଊଚ (ଘରୋଇ ଉତ୍ପାଦନ ସମୂହ) କୁ ମାନବ ବିକାଶର ଏକ ବ୍ୟାପକ ମାପ ବୋଲି କହିବା ଅନୁଚିତ, ଓଛ (ବୌଦ୍ଧିକ ସ୍ତର) କୁ ବୌଦ୍ଧିକତାର ଏକ ବିସ୍ତୃତ ପରିମାପ ଭାବରେ ଗ୍ରହଣ କରିବା ମଧ୍ୟ ଉଚିତ ନୁହଁ। ପୂର୍ବ ଶହେ ବର୍ଷରେ ମାନବ ଜାତିର ଓଛ ସାଧାରଣତଃ ପ୍ରତି ଦଶକରେ ତିନି ଅଙ୍କ ଅର୍ଥାତ…