ଜୁଲାଇ ୨୦ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜୁଲାଇ ୨୦ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ, ଜୁଲାଇ ୧୯ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସ୍ଋଷ୍ଟି ହେବା ନେଇ…