କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶଙ୍କା; ଓଡ଼ିଶା ହୋଇପାରେ ‘କରୋନା ହଟ୍ସ୍ପଟ୍’ !
ନୂଆଦିଲ୍ଲୀ: ଗୋଟିଏ ଦିନରେ ରାଜ୍ୟରେ ୩୪ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଆଗାମୀ ଦିନରେ ଓଡ଼ିଶା କରୋନା ହଟ୍ସ୍ପଟ୍ ହେବା ନେଇ ଆଶଙ୍କା ବ୍ୟକ୍ତ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ ।
ଦେଶରେ ଏବେ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର ପ୍ରଦେଶରେ ଦ୍ରୁତଗତିରେ କରୋନା…