Latest Odisha News

BREAKING NEWS

Browsing Tag

odisha

ପପୁ ପମ୍‌ପମ୍‌ଙ୍କ ମ୍ୟାନେଜର୍ ଗିରଫ; ବିକ୍ରିକରୁଥିଲେ ମଦ !

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ କମେଡ଼ି କିଙ୍ଗ୍ ପପୁ ପମ୍‌ପମ୍ । ହାସ୍ୟାଭିନେତା ପପୁଙ୍କ ମ୍ୟାନେଜର୍ ମଦ ବିକ୍ରି କରୁଥିବା ନେଇ ଗିରଫ ହୋଇଛନ୍ତି । ରାଜଧାନୀରେ ବେଆଇନ ଭାବେ ମଦ ବିକ୍ରି ଅଭିଯୋଗରେ ତାଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ପପୁଙ୍କ ମ୍ୟାନେଜର୍ ପ୍ରଦୀପ୍ତ…

ଏପ୍ରିଲ୍ ୨୯ରେ ଲଘୁଚାପ ସମ୍ଭାବନା…

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହୋଇଥିବା ବେଳେ ଏବେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ସ୍ଥାନୀୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଥିବାର ପୂର୍ବାନୁମାନ କରାଯାଇଛି । ଏହି…

ଲୋକସଭା କମିଟିକୁ ନିର୍ବାଚିତ ହେଲେ ଓଡ଼ିଶାର ୨ ସାଂସଦ

ଭୁବନେଶ୍ୱର: ଲୋକସଭାର ଦୁଇଟି ଭିନ୍ନ ଭିନ୍ନ କମିଟିକୁ ବିଜୁ ଜନତା ଦଳ (ବିଜେଡ଼ି)ର ଦୁଇ ଜଣ ବରିଷ୍ଠ ସାଂସଦ ନିର୍ବାଚିତ ହୋଇଛନ୍ତି । କଟକ ସାଂସଦ ତଥା ବରିଷ୍ଠ ବିଜେଡ଼ି ନେତା ଭର୍ତ୍ତୃହରି ମହତାବ ଲୋକସଭାର ପବ୍ଲିକ୍ ଆକାଉଣ୍ଟସ କମିଟିକୁ ନିର୍ବାଚିତ ହୋଇଛନ୍ତି । “ଲୋକସଭାର ପବ୍ଲିକ୍…

ଲକ୍‌ଡ଼ାଉନ ୨.୦: ସକାଳ ୮ଟାରୁ ଦିନ ୨ଟା ଯାଏଁ ଖୋଲା ରହିବ ବ୍ୟାଙ୍କ୍‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ପରାମର୍ଶ କ୍ରମେ ଓଡ଼ିଶାର ସମସ୍ତ ବ୍ୟାଙ୍କ ଏହି ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡ଼ାଉନ ସମୟରେ ସକାଳ ୮ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲା ରହିବା ନେଇ ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସଏଲବିସି) ନିଷ୍ପତ୍ତି ଗ୍ରହଣ କରିଛି । ଏହି ସମୟ ମଧ୍ୟରେ…

ଝଡ଼ର ଇଗଲ୍‌: ଉଡ଼ାଜାହାଜରେ ଉଡ଼ିବି

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

ଝଡ଼ର ଇଗଲ୍‌: ସ୍ୱାଭିମାନ ହିଁ ଶେଷକଥା

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

କରୋନା ଅପଡ଼େଟ୍‌: ଭାରତ, ଓଡ଼ିଶା ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪, ୦୭, ୩୪୦ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୬୫, ୦୬୯ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୫,୧୨୮ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି । ଭାରତରେ ୨୦ ତାରିଖ ସକାଳ ୬ଟା ସୁଦ୍ଧା ମୋଟ…

ଭଦ୍ରକରେ ୮ଟି ପଜିଟିଭ କେସ: ରାଜ୍ୟର ଅନ୍ୟତମ କରୋନା ହଟସ୍ପଟ୍ !

ଭୁବନେଶ୍ୱର: ଭୁବନେଶ୍ୱର ପରେ ଭଦ୍ରକ ରାଜ୍ୟର ଅନ୍ୟତମ କରୋନା ହଟସ୍ପଟ୍ ଭାବେ ସାବ୍ୟସ୍ତ ହୋଇଛି । ଭୁବନେଶ୍ୱରର ୪୬ଟି ପଜିଟିଭ ଆକ୍ରାନ୍ତଙ୍କ ପରେ ଭଦ୍ରକରେ ୮ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଭଦ୍ରକରେ ରବିବାର ଦିନ ଘୋଷିତ ହୋଇଥିବା ୫ଟି କେସ୍ ମଧ୍ୟରୁ ଜିଲ୍ଲାର ବାସୁଦେବପୁରରେ ୩ଟି…

ଭଦ୍ରକର ୫ଟି ପଞ୍ଚାୟତ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ଭଦ୍ରକ: ଭଦ୍ରକରେ ୫ଟି ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ୫ଟି ଗ୍ରାମ ପଞ୍ଚାୟତକୁ ସିଲ୍ କରିଦେବା ସହିତ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଭାବେ ଘୋଷିତ କରିଛନ୍ତି । Containment Zones notified by District Administration Bhadrak.…

କରୋନା ଆତଙ୍କ: ଭଦ୍ରକରେ ୫, ବାଲେଶ୍ୱରରେ ୨ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ପ୍ରଦାନ କରାଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଯେଉଁ ୭ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରେ ଭଦ୍ରକ ଜିଲ୍ଲାରୁ ୫ଜଣ ଏବଂ ବାଲେଶ୍ୱର ଜିଲ୍ଲାରୁ ୨ ଜଣ । 7 New Positive Cases of…