ଓଡିଶାରେ ଚତୁର୍ଥ କରୋନା ପଜିଟିଭ୍ ଚିହ୍ନଟ ; ଭଦ୍ରକର ୨୯ ବର୍ଷୀୟ ଯୁବକ
ଭୁୁବନେଶ୍ୱର: ଓଡିଶାରେ ଚତୁର୍ଥ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନିକଟରେ ଦୁବାଇରୁ ଫେରିଥିବା ଭଦ୍ରକ ଜିଲ୍ଲାର ୨୯ ବର୍ଷୀୟ ଯୁବକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।…