ନୂଆବର୍ଷରେ ବୁଲିଯାଆନ୍ତୁ ଓଡ଼ିଶାର ଏହିସବୁ ଦର୍ଶନୀୟ ସ୍ଥାନ
ଭୁବନେଶ୍ୱର: ଆଉ କିଛି ଦିନର ଅପେକ୍ଷା ପରେ ନୂତନ ବର୍ଷ ଭାବେ ୨୦୨୦ ମସିହାର ଆଗମନ ହେବାକୁ ଯାଉଛି । ସମସ୍ତ ଆବାଳ ବୃଦ୍ଧ ବନିତା ୨୦୧୯ ମସିହାକୁ ବିଦାୟ ସ୍ୱରୂପ ଆଶା ଓ ଉଦ୍ଦୀପନାର ସହ ନୂତନ ବର୍ଷକୁ ଚାତକ ଭଳି ଚାହିଁ ରହିଛନ୍ତି ।
ରାଜ୍ୟ ଭିତରେ ଏଭଳି କିଛି ପର୍ଯ୍ୟଟନସ୍ଥଳୀ ରହିଛି ଯାହାର…