ବିଳମ୍ବରେ ଓଡିଶା ଛାଡିବ ଦକ୍ଷିଣ-ପଶ୍ଚିମ ମୌସୁମୀ !
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବା ନେଇ ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି।
ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି…