ସ୍ୱାଧୀନତା ଦିବସ ଅବସରରେ ଓଡିଶାରୁ ୧୧ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର: ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଅଗ୍ନିସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ ।
ଏମାନଙ୍କ ମଧ୍ୟରୁ ଅଗ୍ନି ସେବା କ୍ଷେତ୍ରରେ ବିଶିଷ୍ଟ ସେବା ପାଇଁ ଭାରତ ଭୂଷଣ ନାୟକ ଏହି ପୁରସ୍କାର ପାଇବେ ଓ ଏହି…