Latest Odisha News

BREAKING NEWS

Browsing Tag

odisha

ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଲେ ଅଶ୍ୱିନୀ ମିଶ୍ର

ଭୁବନେଶ୍ୱର: ରାଜ୍ୟ ସରକାର ଶୁକ୍ରବାର ଦିନ ବରିଷ୍ଠ ଓଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ଅଶ୍ୱିନୀ ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଅଶୋକ ନାୟକଙ୍କୁ ସ୍ୱାସ୍ଥ୍ୟ ଓ ପରିବାର…

ପ୍ରକାଶ ପାଇଲା ସ୍ୱତନ୍ତ୍ର ଓଜେଇଇ ରେଜଲ୍ଟ

ଭୁବନେଶ୍ୱର : ସ୍ୱତନ୍ତ୍ର ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପରୀକ୍ଷାଫଳ ଗୁରୁବାର ଦିନ ପ୍ରକାଶ ପାଇଛି । ଚଳିତ ଥର ପାଖାପାଖି ୧୪ ହଜାର ୬୨୬ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରାୟ ୧୪, ୬୨୨ ଜଣ ପରିକ୍ଷାର୍ଥୀ ର‌୍ୟାଙ୍କ ହାସଲ କରିଛନ୍ତି । ବି.ଟେକରେ ରବିନ୍ଦ୍ର ବେହେରା…

ଦେବକୁଣ୍ଡ: ଯେଉଁଠି ଦେବତା ମାନେ କରନ୍ତି ସ୍ନାନ

ନିତିଦିନିଆ ଜୀବନରୁ ବୋର ହୋଇଗଲେ ମନ ଚାହେଁ କୁଆଡେ ଟିକେ ବୁଲି ଆସିବାକୁ । ପ୍ରକୃତିର ଶୋଭାରାଜିରେ କିଛି ସମୟ ଅତିବାହିତ କରି ଆସିଲେ ମନରୁ ସତେ ଯେପରି ଅପସରି ଯାଏ ସମସ୍ତ କ୍ଳାନ୍ତି । ଆପଣ ମଧ୍ୟ ଯଦି ବୁଲିବା ପାଇଁ ପ୍ଲାନିଂ କରୁଛନ୍ତି,ତେବେ ମୟୂରଭଞ୍ଜ ଜିଲ୍ଲାର ଦେବକୁଣ୍ଡ ଯିବାକୁ ଭୁଲନ୍ତୁ…

ଘଡଘଡି ସହ ବର୍ଷା ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ଗଞ୍ଜାମ, ଗଜପତି ଓ ମୟୁରଭଞ୍ଜ,…

ଘଡଘଡି ସହ ବର୍ଷା ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ବାଲେଶ୍ୱର,…

ଆଜି ଆଶିଂକ ଚନ୍ଦ୍ରଗ୍ରହଣ: ଜାଣନ୍ତୁ, କେଉଁଠି ହେବ ଦୃଶ୍ୟମାନ

ଭୁବନେଶ୍ୱର: ଚଳିତ ବର୍ଷର ଅନ୍ତିମ ଚନ୍ଦ୍ରଗହଣ ମଙ୍ଗଳବାର ଦିନ ସାରା ଦେଶରେ ଦୃଶ୍ୟମାନ ହେବାକୁ ଯାଉଛି । ଏହି ଚନ୍ଦ୍ରଗ୍ରହଣ ଭାରତ ସମେତ ଏସିଆ, ୟୁରୋପ, ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆମେରିକାର ଅଧିକାଂଶ ସ୍ଥାନରେ ଆଶିଂକ ଭାବେ ଦୃଶ୍ୟମାନ ହେବ ବୋଲି ଜଣାପଡିଛି । ଏହି ଚନ୍ଦ୍ରଗ୍ରହଣ ଓଡିଶାରେ…

ଓଡିଶା ପାଳୁଛି ‘ରସଗୋଲା ଦିବସ’

ଭୁବନେଶ୍ୱର: ସାରା ରାଜ୍ୟରେ ଆଜି ପାଳିତ ହେଉଛି ‘ରସଗୋଲା ଦିବସ’ । ଏହି ଦିବସର ପ୍ରଚାର ଓ ପ୍ରସାର ଲାଗି ବିଭିନ୍ନ ସ୍ଥାନରେ ବିଶେଷ ଆୟୋଜନ ମଧ୍ୟ କରାଯାଇଥାଏ । ଲୋକକଥାନୁଯାୟୀ ପ୍ରତିବର୍ଷ ନୀଳାଦ୍ରି ବିଜେ ତିଥିରେ ପାଳନ କରାଯାଇଥାଏ ‘ରସଗୋଲା ଦିବସ’ । କୁହାଯାଏ, ମା’ଲକ୍ଷ୍ମୀଙ୍କୁ…

ରାଜ୍ୟର ୮ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ରାଜ୍ୟର କଟକ ଓ ଭୁବନେଶ୍ୱର ସମେତ ନୟାଗଡ, ଗଜପତି, ଗଞ୍ଜାମ, ପୁରୀ, ନବରଙ୍ଗପୁର, ମାଲକାନଗିରି,…

ରେଳ ବଜେଟରେ ଓଡିଶାକୁ ଏଥର ସର୍ବାଧିକ ଅନୁଦାନ

ଭୁବନେଶ୍ୱର : ୨୦୧୯-୨୦ ଆର୍ଥୀକ ବର୍ଷ ବଜେଟରେ ବୁଧବାର ଦିନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡିଶାକୁ ସର୍ବାଧିକ ୫୯୯୩ କୋଟି ଟଙ୍କାର ରେଳ ଅନୁଦାନ ପ୍ରଦାନ କରାଯାଇଛି । ଅନ୍ତରୀଣ ବଜେଟରେ ପ୍ରାୟ ୫,୯୪୦ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା । ସୂଚନାଯୋଗ୍ୟ, ଗତବର୍ଷ ଏହି ବଜେଟ୍ ୫୨୫୨ କୋଟି…

ରେକର୍ଡ କଲେ ଦୂତି ଚାନ୍ଦ, ପ୍ରଥମ ଭାରତୀୟ ମହିଳା ଭାବେ ‘ୱାର୍ଲ୍ଡ ୟୁନିଭର୍ସିଟି ଗେମ୍ସ’ରେ ସ୍ୱର୍ଣ୍ଣ ହାସଲ

ଭୁବନେଶ୍ୱର : ଇଟାଲୀର ନାପୋଲିରେ ଚାଲିଥିବା ୩୦ତମ 'ୱାର୍ଲ୍ଡ ୟୁନଭସିଟି ଗେମ୍ସ'ରେ ଓଡିଆ ଧାବିକା ଦୂତୀ ଚାନ୍ଦ ୧୦୦ମି. ଦୌଡରେ ସ୍ୱର୍ଣ୍ଣ ଜିତିଛନ୍ତି । ଏଥିସହ ସେ ପ୍ରଥମ ଭାରତୀୟ ମହିଳା ଭାବେ ଏହି ପଦକ ହାସଲ କରିଛନ୍ତି । ଦୂତୀ ସୋମବାର ଦିନ ସେମିଫାଇନାଲ୍ ଇଭେଣ୍ଟରେ ୧୧.୪୧ ସେକେଣ୍ଡ୍…