Latest Odisha News

BREAKING NEWS

Browsing Tag

odisha

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଓଡିଶାର ପ୍ରାୟ କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଆକଳନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଅନୁଗୁଳ, ମୟୁରଭଞ୍ଜ, ସୁନ୍ଦରଗଡ,…

ଓଡ଼ିଶା ଆସୁଛନ୍ତି ଜଗା-କାଳିଆ, ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ/ଭୁବନେଶ୍ୱର : ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ ଖୁବଶୀଘ୍ର ଓଡିଶା ପ୍ରତ୍ୟାବର୍ତ୍ତନ କରିବେ । ଏଥିସହିତ ସେମାନଙ୍କୁ ଭୁବନେଶ୍ୱରର ଏକ ମେଡିକାଲକୁ ସ୍ଥାନାନ୍ତରିତ କରାଯିବ । ଗଣମାଧ୍ୟମକୁ ସୂଚନା ଦେଇ ଏନଏଚଏମ୍ ଏମଡି ଶାଳିନୀ ପଣ୍ଡିତ କହିଛନ୍ତି,…

ଖୁବଶୀଘ୍ର ଛାତ୍ରଛାତ୍ରୀଙ୍କୁ ମିଳିବ ମ୍ୟାଟ୍ରିକ୍ ସାର୍ଟିଫିକେଟ୍

କଟକ : ଆସନ୍ତା ଜୁନ୍ ୩୦ ଓ ଜୁଲାଇ ୧ତାରିଖ ମଧ୍ୟରେ ରାଜ୍ୟରେ ମ୍ୟାଟ୍ରିକ୍ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟକୁ ଜିଲ୍ଲା ମୁଖ୍ୟକାର୍ଯ୍ୟାଳୟକୁ ପଠାଯିବ ଲାଗି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏନେଇ ବିଏସଇ ସଚିବ ରାମାଶିଷ ହାଜରା ଗଣମାଧ୍ୟମକୁ…

ବିଧାନସଭାରେ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ: ୧ଲକ୍ଷ ୩୯ହଜାର କୋଟି ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର: ଆର୍ଥିକ ବର୍ଷ ୨୦୧୯-୨୦ ପାଇଁ ଆଜି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବଜେଟ୍ ଉପସ୍ଥାପନା କରିଛନ୍ତି । ଦୁଇ ଭାଗରେ ବଜେଟ ଉପସ୍ଥାପନ କରାଯାଇଛି । ପ୍ରଥମେ କୃଷି ପରେ ଅନ୍ୟାନ୍ୟ କ୍ଷେତ୍ର…

ରାଜ୍ୟରେ ହ୍ରାସ ପାଇଛି ଦାରିଦ୍ର‌୍ୟ ହାର: ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ବିଧାନସଭାରେ ବଜେଟ୍ ଅଧିବେଶନ ଜାରି ରହିଥିବାବେଳେ ରାଜ୍ୟରେ ଦାରିଦ୍ର‌୍ୟ ହାର ଉଲ୍ଲେଖନୀୟ ଭାବେ ହ୍ରାସ ଘଟିଥିବା ନେଇ ଗୁରୁବାର ଦିନ କହିଛନ୍ତି ଯୋଜନା, ସଂଯୋଜନା, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ବିଜେପି ସଦସ୍ୟ ମୋହନ ମାଝିଙ୍କ ଏକ ପ୍ରଶ୍ନର…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ ବିଭାଗର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୫ଟା ୪୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ଗୀତ ଗାଇ ଧମାଲ୍ କଲେ ଏସପି ସାରା ଶର୍ମା, ଦେଖନ୍ତୁ ଭିଡିଓ

ପାରଳାଖେମୁଣ୍ଡି : ଗଜପତି ଏସପି ସାରା ଶର୍ମା ମହିଳା ସଶକ୍ତିକରଣ ଉପରେ ଏକ ଚମତ୍କାର ଗୀତ ଗାଇଛନ୍ତି । ଯାହା ଏବେ ସୋସିଆଲ ମିଡିଆରେ ଚହଳ ସୃଷ୍ଟି କରିଛି । https://youtu.be/_TkNikMPDIM ଗଣମାଧ୍ୟମକୁ ସୂଚନା ଦେଇ ବୁଧବାର ଦିନ ଏସପି କହିଛନ୍ତି, ମହିଳା ତଥା…

ରଥଯାତ୍ରା ଲାଗି ପୁରୀକୁ ଗଡିବ ୧୯୪ଟି ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ଆସନ୍ତା ଜୁଲାଇ ୪ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଥିବା ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ ଲାଗି ୧୯୪ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନେଇଛି ଇଷ୍ଟ କୋଷ୍ଟ ରେଲୱେ । ଏହି ସ୍ପେଶାଲ ଟ୍ରେନ୍ ଭୁବନେଶ୍ୱର, ରାଉରକେଲା, ସମ୍ବଲପୁର, କେନ୍ଦୁଝର,…

ଜଗତସିଂହପୁରରେ ପ୍ରତିଷ୍ଠା ହେବ ପ୍ଲାଷ୍ଟିକ ପାର୍କ

ଭୁବନେଶ୍ୱର : ଦେଶବ୍ୟାପୀ ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି ବୋଲି ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତର ପ୍ରଦାନ କରି କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡିଭି ସଦାନନ୍ଦ ଗୌଡା କହିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀଯୁକ୍ତ ଗୌଡା କହିଛନ୍ତି, “ଏହି ଯୋଜନାର…