Latest Odisha News

BREAKING NEWS

Browsing Tag

odisha

ସାତକୋଶିଆରେ ବିରଳ ପ୍ରଜାତି ହାତୀର ମୃତ୍ୟୁ

ଭୁବନେଶ୍ୱର : ସାତକୋଶିଆ ଅଭୟାରଣ୍ୟ ନିକଟରୁ ସୋମବାର ଦିନ ଏକ ହାତୀର ମୃତଦେହ ଉଦ୍ଧାର ହୋଇଛି । https://youtu.be/DsfPzfBvGJg ମୃତ ହାତୀଟି ବିରଳ ମାଖାନା (ଦାନ୍ତ ନଥିବା ଅଣ୍ଡିରା) ହାତୀ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଏହି ହାତୀଟି ଅନେକ ଦିନ ହେଲା ଅସୁସ୍ଥ ରହିବା…

ଆଜିଠୁ +୩ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ରେ ନାମଲେଖା ପ୍ରକ୍ରିୟା ସୋମବାର ଦିନ ଠାରୁ ଆରମ୍ଭ ହୋଇଛି । ଆଜି ଦିନ ୧୧ଟା ପରେ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡିଛି । WWW.samsodisha.gov.in ରେ ଆଡମିଶନ୍ ଫର୍ମ ଉପଲବ୍ଧ । ଛାତ୍ରଛାତ୍ରୀମାନେ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଅନୁଗୁଳ, ସୋନପୁର, ବୌଦ୍ଧ,…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ରିପୋର୍ଟ ଅନୁଯାୟୀ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନର ଆଶଙ୍କା ରହିଛି ।…

ପ୍ରକାଶ ପାଇଲା +୨ କଳା ଓ ବାଣିଜ୍ୟ ରେଜଲ୍ଟ,ପାସ୍ ହାର କମିଲା

ଭୁବନେଶ୍ୱର : ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ଶୁକ୍ରବାର ଦିନ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଆସନ୍ତାକାଲି ଖୋଲିବ ଓଡିଶାର ସମସ୍ତ ସ୍କୁଲ୍, ବଦଳିଲା ନିଷ୍ପତ୍ତି

ଭୁବନେଶ୍ୱର : ରାଜ୍ୟର ସମସ୍ତ ବିଦ୍ୟାଳୟ ଗୁଡିକ ଜୁନ୍ ୨୬ ପରିବର୍ତ୍ତେ ଆସନ୍ତାକାଲି ତଥା ଶୁକ୍ରବାର ଦିନ ଖୋଲିବ ବୋଲି ଜଣାପଡିଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଜଳବାୟୁରେ ପରିବର୍ତ୍ତନ ତଥା…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବ ଭୁବନେଶ୍ୱର ଏମ୍ସ

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ ଯୋଜନା ଅନ୍ତର୍ଗତ ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନଥିବା ରୋଗୀଙ୍କୁ ଉନ୍ନତ ମାନର ସେବା ଯୋଗାଇ ଦେବା ପାଇଁ ଭୁବନେଶ୍ୱର ସ୍ଥିତ ଏମ୍ସ ସହ ଓଡିଶା ସରକାର ମଙ୍ଗଳବାର ଏମଓୟୁ ଚୁକ୍ତି ସ୍ୱାକ୍ଷର କରିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ସେକ୍ରେଟାରୀ ପ୍ରମୋଦ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ରହିଛି।…

‘ରଜୋ’ ନୁହେଁ ‘ରଜ’, ଗଛ ନାହିଁ ଦୋଳି ଖେଳିବା କେମିତି!

ଭୁବନେଶ୍ୱର : ରଜ ଅବସରରେ ଗାଁ ଠାରୁ ଆରମ୍ଭ କରି ସହର ଯାଏଁ ସବୁଠୁ ଉତ୍ସବର ମାହୋଲ ଲାଗି ରହିଛି । ସୋସିଆଲ ମିଡିଆରେ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି । ଏହି ‘ରଜ’ ଶବ୍ଦକୁ କେହିକେହି ଅଣ ଓଡିଆମାନେ ଅପଭ୍ରଂଶ କରି ‘ରଜୋ’ ବୋଲି ଉଚ୍ଚାରଣ ମଧ୍ୟ କରିଥାନ୍ତି । ଯାହାକୁ ନେଇ ଅନେକ ସମୟରେ…