Latest Odisha News

BREAKING NEWS

Browsing Tag

odisha

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ନୂଆପଡା ଆଦି…

ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ…

ଲୋକସଭା ନିର୍ବାଚନ ୨୦୧୯: କିଏ କେଉଁ ଆସନରେ ଆଗୁଆ, ଜାଣନ୍ତୁ

ନୂଆଦିଲ୍ଲୀ : ଦେଶରେ ଲୋକସଭା ଓ ବିଧାନସଭା ନିର୍ବାଚନର ଫଳାଫଳ ଗଣତି ଜାରି ରହିଥିବାବେଳେ ରାଜନୈତିକ ଦଳମାନଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳୁଛି । ଏହି ପରିପ୍ରେକ୍ଷୀରେ ଜାଣନ୍ତୁ କିଏ କେଉଁ ଲୋକସଭା ଆସନରେ ଆଗୁଆ ରହିଛନ୍ତି ।

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୮ ଜିଲ୍ଲାରେ ରାତି ୭ଟା…

‘ମ୍ୟାଟ୍ରିକ୍ ପ୍ରଶ୍ନପତ୍ର ଲିକ୍’ ରୋକିବାକୁ ସରକାର ନେବେ ଦୃଢ ପଦକ୍ଷେପ

କଟକ : ଚଳିତ ବର୍ଷ ବାର୍ଷିକ ମ୍ୟାଟ୍ରିକ ପରୀକ୍ଷା ଫଳ ଲିକ୍ ହେବାର ଅଭିଯୋଗ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ରାଜ୍ୟ ସରକାର ଦୃଢ ପଦକ୍ଷେପ ଗ୍ରହଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ର…

ଜୁନ୍ ଶେଷ ସପ୍ତାହରେ ଅନୁଷ୍ଠିତ ହେବ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡିଶାରେ ମ୍ୟାଟ୍ରିକ୍ ରେଜଲ୍ଟ ମଙ୍ଗଳବାର ଦିନ ପ୍ରକାଶ ପାଇଥିବାବେଳେ ଜୁନ୍ ମାସ ଶେଷ ସପ୍ତାହ ବେଳକୁ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ନିଷ୍ପତ୍ତି ଗ୍ରହଣ କରିଛି । “ଯେଉଁ ଛାତ୍ରମାନେ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିନାହାନ୍ତି…

ଦୂତୀଙ୍କ ସମଲିଙ୍ଗୀ ସମ୍ପର୍କକୁ ନେଇ କ’ଣ କହିଲେ ଓଡ଼ିଶା ଆଥଲେଟ, ଜାଣନ୍ତୁ…

ଭୁବନେଶ୍ୱର : ଦୌଡ଼ରାଣୀ ଦୂତୀ ଚାନ୍ଦ ରବିବାର ଦିନ ଗଣମାଧ୍ୟମରେ ନିଜର ସମଲିଙ୍ଗୀ ସମ୍ପର୍କ ସ୍ଥାପନ ନେଇ ସ୍ୱୀକାର କରିବା ପରେ ଏହାକୁ ନେଇ ଓଡିଶାର କିଛି ଜଣାଶୁଣା ଆଥଲେଟ୍ ନିଜନିଜର ମତ ପ୍ରକାଶ କରିଛନ୍ତି । ଏସମ୍ପର୍କରେ ଅନ୍ତର୍ଜାତୀୟ ମହିଳା କରାଟେକା ଭାଲେନା ଭାଲେଣ୍ଟିନା ଗଣମାଧ୍ୟମକୁ…

ବଢୁଛି ତାତି, ସଚେତନାମୂଳକ ପଦକ୍ଷେପ ଗ୍ରହଣ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ସତର୍କ ସୂଚନା ଅନୁଯାୟୀ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ସୋମବାର ଦିନ ସ୍ୱତନ୍ତ୍ର ରିଲିଫ୍…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୨୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୨୧ ଜିଲ୍ଲାରେ ଦ୍ୱିପ୍ରହର ୩ଟା ରୁ…

ଆରମ୍ଭ ହେଲା ନିଟ୍ ପରୀକ୍ଷା, ଓଡିଶାରୁ ୪୨ ହଜାର ପରୀକ୍ଷାର୍ଥୀ

ଭୁବନେଶ୍ୱର : ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ପରୀକ୍ଷା ସୋମବାର ଦିନ ଓଡିଶାରେ ଅନୁଷ୍ଠିତ ହୋଇଛି । ନିଟ୍ ପରୀକ୍ଷା ରାଜ୍ୟର ୭ଟି ସହରରେ ଆୟୋଜିତ ହେଉଛି । ଆହୁରି ମଧ୍ୟ ପାଖାପାଖି ୨୯ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ…